Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର
ଆଞ୍ଚଳିକ

ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର

September 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର

ବାଣପୁର: ଆଜି ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ଏବଂ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମିଳିତ ସହଯୋଗରେ ଏକ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିରର ଆୟୋଜନ କରା ଯାଇଥିଲା। ଉକ୍ତ ଶିବିରକୁ ଖୋର୍ଦ୍ଧ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସହକାରୀ ଚିକିତ୍ସା ଅଧିକାରୀ ଡାକ୍ତର ଜୀବନ ଆଚାର୍ଯ୍ୟ, ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ଡାକ୍ତର ସଂଜୟ କୁମାର ମହାନ୍ତି, ବାଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିକାଶ ମହାନ୍ତି, ତହସିଲଦାର ପି.ପଦ୍ମନାଭ ଦୋରା, ବିଜେପି ଖୋର୍ଦ୍ଧ। ଜିଲ୍ଲା ସାଧାରଣ ସଂପାଦକ ଦୁଷ୍ମନ୍ତ ହରିଚନ୍ଦନଙ୍କ ଓ କ୍ଳବ ସଭାପତି ସୁନୀଲ କୁମାର ପାତ୍ରଙ୍କ ଦ୍ବାରା ଉଦ୍‌ଘାଟନ କରାଯାଇଥିଲା।

ଉକ୍ତ ଶିବିରକୁ ଖୋର୍ଦ୍ଧା ବ୍ଲଡ୍ ବ୍ୟାଙ୍କ ଅଫିସର ଏବଂ ସହଯୋଗୀ ମାନଙ୍କ ସହାୟତାରେ ୨୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଉକ୍ତ ଶିବିରକୁ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ, କ୍ଳବ ପକ୍ଷରୁ ଶିବିର ସଂଯୋଜକ ତଥା ପ୍ରାକ୍ତନ ସଭାପତି ନନ୍ଦକିଶୋର ମିଶ୍ର, ସଂପାଦକ ହିମାଂଶୁ କୁମାର ପାତ୍ରଙ୍କ ସମେତ ପ୍ରାକ୍ତନ ସଭାପତି ଧୀରେନ୍ଦ୍ରନାଥ ପାତ୍ର, ଅଶୋକ କୁମାର ପାତ୍ର, ବିଜୟ କୁମାର ବେହେରା, ଆଗାମୀ ବର୍ଷର ସଭାପତି ଡ.ଚିନ୍ତାମଣୀ ମିଶ୍ର ଓ ସଦସ୍ୟ ସଚ୍ଚିଦାନନ୍ଦ ସେଠୀ, କ୍ୟାପଟେନ ଭବାନୀ ପ୍ରସାଦ ହୋତା ପ୍ରମୂଖ ପରିଚାଳନା କରିଥିଲେ।

ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବାଣପୁର-ବାଲୁଗାଁ ରକ୍ତ ଦାନ ଶିବିର ରୋଟାରୀ କ୍ଳବ ସ୍ବେଚ୍ଛାକୃତ
Share. Facebook Twitter LinkedIn Email WhatsApp Copy Link

Related Posts

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ସ୍ୱାସ୍ଥ୍ୟ ଯାଞ୍ଚ କଲେ ୨୧୮ ପୁରୁଷ ଓ ମହିଳା

September 24, 2025

ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

September 24, 2025

ନାକଟିଦେଉଳ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି

September 23, 2025

ଭୀମ ଭୋଇ ମହାବିଦ୍ୟାଳୟରେ ଯୁବ ରେଡକ୍ରସର ପ୍ରବେଶ ଉତ୍ସବ

September 23, 2025
Latest News

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ବରରେ ରୋଡସୋ

September 24, 2025

ଦେଶରେ ଚିକିତ୍ସା ସ୍ନାତକୋତ୍ତର ଏବଂ ସ୍ନାତକ ଶିକ୍ଷା କ୍ଷମତାରେ ବ୍ୟାପକ ବିସ୍ତାରକୁ କ୍ୟାବିନେଟ ମଞ୍ଜୁରୀ

September 24, 2025

2277.397 କୋଟି ବ୍ୟୟବରାଦ ସହିତ ଡିଏସଆଇଆର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

September 24, 2025

ସାମୁଦ୍ରିକ କ୍ଷେତ୍ରକୁ ପୁନର୍ଜୀବିତ କରିବା ପାଇଁ 69,725 କୋଟିର ପ୍ୟାକେଜକୁ ଅନୁମୋଦନ

September 24, 2025

ରେଳ କର୍ମଚାରୀଙ୍କୁ 78 ଦିନ ପାଇଁ ଉତ୍ପାଦକତା ଆଧାରିତ ବୋନସ: କ୍ୟାବିନେଟ୍ ରେ ଅନୁମୋଦନ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.