Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ
ଆଞ୍ଚଳିକ

ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

September 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକର ଡ‌ଇଁଚା ଵାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଅବୈତନିକ ବନ୍ୟ ପ୍ରାଣୀ ସଂରକ୍ଷକ ତଥା ବର୍ତ୍ତମାନ ରେଢ଼ାଖୋଲ ବିଜ୍ଞାପିତ ଅଂଚଳ ର ଅଧ୍ୟକ୍ଷ ଶିବରାମ ସାହୁ ଙ୍କ ଦ୍ଵାରା ସ୍କୁଲ ରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା। ସ୍କୁଲର ପ୍ରଧାନ ଶିକ୍ଷକ ଏବଂ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ବୃକ୍ଷ ରୋପଣ ରେ ସହଯୋଗ କରିଥିଲେ।

ଚଳିତ ବର୍ଷ ଉପଖଣ୍ଡ ର ସମସ୍ତ ସ୍କୁଲ କୁ ଯାଇ ଶିବରାମ ବାବୁ ବୃକ୍ଷ ରୋପଣ ପାଇଁ ଲକ୍ଷ ରଖିଛନ୍ତି ବୋଲି ପ୍ରକାଶ କରିଛନ୍ତି। ଐତିହାସିକ ରଞ୍ଜନା ଠାରେ ଥିବା ଜଙ୍ଗଲ ରେ ପଶୁ ପକ୍ଷୀ ମାନଙ୍କ ପାଇଁ ପାଞ୍ଚ ହଜାର ଗଛ ରୋପଣ କରିଛନ୍ତି ଶିବରାମ ବାବୁ।

ଆଜିର ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କ୍ଷୀରୋଦ ଚନ୍ଦ୍ର ପଣ୍ଡା, ଶିକ୍ଷକ ହଳଧର ସାହୁ, ମଧୁସୂଦନ ରାଉଳ ତଥା ଅନ୍ୟ କର୍ମ ଚାରି ମାନେ ସହଯୋଗ କରିଥିଲେ।

ଡଇଁଚା ନାକଟିଦେଉଳ ବ୍ଲକ ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୃକ୍ଷ ରୋପଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର

September 24, 2025

ନାକଟିଦେଉଳ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି

September 23, 2025

ଭୀମ ଭୋଇ ମହାବିଦ୍ୟାଳୟରେ ଯୁବ ରେଡକ୍ରସର ପ୍ରବେଶ ଉତ୍ସବ

September 23, 2025

ନାକଟିଦେଉଳ ବିଜେପି ପକ୍ଷରୁ ରକ୍ତଦାନ ଶିବିର, ୧୦୫ ୟୁନିଟ ରକ୍ତ ସଂଗ୍ରହ

September 21, 2025
Latest News

ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

September 24, 2025

ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର

September 24, 2025

ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

September 24, 2025

ନାଚୁଣୀରେ ମହିଳାଙ୍କୁ ଜଘନ୍ୟ ହତ୍ୟାକାଣ୍ଡ ମାମଲା: ସ୍ଵାମୀଙ୍କୁ ଆଜୀବନ କାରାଦଣ୍ଡ

September 24, 2025

ରଙ୍କନିଧି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ନିଲମ୍ବିତ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.