Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ
ଆଞ୍ଚଳିକ

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉତ୍ତିଷ୍ଠତ ଜାଗ୍ରତ ମହା ଶିବିର
ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

ଭୁବନେଶ୍ଵର: ଭୁବନେଶ୍ୱର ସୋଆ ବିଶ୍ୱବିଦ୍ୟାଳୟଠାରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିର ଆୟୋଜିତ ହେଉଛି। ଉକ୍ତ ଶିବିରରେ ଯୋଗଦେବା ପାଇଁ ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ ବାଣପୁର ଓ ବାଲୁଗାଁ ଶାଖା ତରଫରୁ ମୋଟ ତିରିଶ ଜଣ ଛାତ୍ରଛାତ୍ରୀ ସୋଆ ବିଶ୍ୱବିଦ୍ୟାଳୟରେ ପହଞ୍ଚିଛନ୍ତି। ତେବେ ଏହି ଶିବିର ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ଏକ ତାରିଖ ପର୍ଯ୍ୟନ୍ତ ଚାଲିବ।

ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଉକ୍ତ ଶିବିରକୁ ପରମ୍ ବୀର୍ ଚକ୍ର ବିଜେତା କ୍ୟାପଟେନ୍ ଯୋଗୀନ୍ଦ୍ର ସିଂହ ଯାଦବ୍ ମୁଖ୍ୟ ଅତିଥି ରୁପେ ଆସୁଥିବା ବେଳେ ବିବେକାନନ୍ଦ କେନ୍ଦ୍ରର ଉପସଭାପତି  ହନୁମନ୍ତ ରାଓ ଜି ଉପସ୍ଥିତ ରହି ପିଲାମାନଙ୍କୁ ମାର୍ଗଦର୍ଶନ କରିବେ। ଓଡ଼ିଶାର ବିଭିନ୍ନ କେନ୍ଦ୍ରରୁ ମୋଟ ଚାରିଶହ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି।

ନଗର ବ୍ୟବସ୍ଥା ପ୍ରମୁଖ ସୁକାନ୍ତ ଭାଇ ଓ ନଗର ସମ୍ପର୍କ ପ୍ରମୁଖ ବୈରାଗୀ ଚରଣ ବଳ ପିଲା ମାନଙ୍କ ସହିତ ଭୁବନେଶ୍ୱର ଯାତ୍ରା କରିଛନ୍ତି।

ଉତ୍ତିଷ୍ଠତ ଜାଗ୍ରତ ମହା ଶିବିର ବାଣପୁର ବାଲୁଗାଁ ସୋଆ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.