Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଆଞ୍ଚଳିକ

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ
ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

ଖୋର୍ଦ୍ଧା: ଟାଙ୍ଗୀ ରତ୍ନମାଳୀ କଲ୍ୟାଣ ମଣ୍ଡପ ପରିସରରେ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ,ଟାଙ୍ଗୀ ଆନୁକୁଲ୍ୟରେ ଅନୁଷ୍ଠିତ ତୃତୀୟ ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଥିଲେ।

ସମାଜରେ ପ୍ରଥମ ସମ୍ମାନର ପାତ୍ର ହେଉଛନ୍ତି ବରିଷ୍ଠ ନାଗରିକମାନେ।ସେମାନଙ୍କ ପ୍ରତି ଶ୍ରଦ୍ଧା,ସମ୍ମାନ ପ୍ରଦାନ କରିବା ଏବଂ ସେମାନଙ୍କ ସୁଖଦ ଜୀବନ ପାଇଁ ଆମ ମାନଙ୍କର ଦାୟିତ୍ଵ ରହିଛି।ବରିଷ୍ଠ ନାଗରିକ ମାନଙ୍କର ଜ୍ଞାନ, ଅଭିଜ୍ଞତା,ବଳିଷ୍ଠ ଉପଦେଶ ଓ ଦିଗଦର୍ଶନ ଆମ ସମାଜକୁ ଅଧିକ ସମୃଦ୍ଧ କରିଥାଏ।ବରିଷ୍ଠ ନାଗରିକ ମାନେ ଆମ ସମାଜର ଅମୁଲ୍ୟ ରତ୍ନ।ସମାଜ ଗଠନରେ ସେମାନଙ୍କର ଅବଦାନ ସର୍ବଦା ସ୍ମରଣୀୟ।ବିଭିନ୍ନ ସ୍ଥାନରେ ଭଦ୍ର ଓ ସଚେତନ ବ୍ୟକ୍ତିମାନେ ମଧ୍ୟସ୍ଥତା ମାଧ୍ୟମରେ ବିବାଦର ସମାଧାନ କରିଥାନ୍ତି।ଏବେ ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ମଧ୍ୟସ୍ଥତା ଭଳି ପଦକ୍ଷେପଗୁଡ଼ିକ ସାମାଜିକ ଜୀବନକୁ ଅଧିକ ସହଜ କରୁଛି।ଆମେ ସମସ୍ତେ ଆମର ବୟସ୍କମାନଙ୍କ ଜ୍ଞାନ, ସ୍ଥିରତା ଏବଂ ଅବଦାନକୁ ସମ୍ମାନ ଜଣାଇବା ଉଚିତ୍ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ମାନ୍ୟବର ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ଜଗଦ୍ଦେବ, ରାଜ୍ୟ ବରିଷ୍ଠ ନାଗରିକ ମହାସଂଘର ସାଧାରଣ ସମ୍ପାଦକ ଶ୍ରୀ ରାଜ କିଶୋର ସାମନ୍ତରାୟ, ଚ଼ିଲିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ଲଲିତ ମୋହନ ପଟ୍ଟନାୟକ, ଟାଙ୍ଗୀ ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀ କିଶୋର କୁମାର ବେହେରା, ଆଞ୍ଚଳିକ ନାଗରିକ ମଞ୍ଚର ସଭାପତି ଶ୍ରୀ ନାରାୟଣ ମହାପାତ୍ର, ସମ୍ପାଦକ ଶ୍ରୀ ବିଜୟ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025

ଅବକାରୀ ବିଭାଗର ବାଣପୁର-ଟାଙ୍ଗୀରେ ଚଢାଉ: ଦେଶୀ ମହୁଲି ଓ ଗଞ୍ଜେଇ ଜବତ, ଦୁଇ ଗିରଫ

September 27, 2025
Latest News

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025

ସମ୍ବାଦ ସ୍ୱନକ୍ଷତ୍ର ଦିବସରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଏମିତି କାହିଁକି କହିଲେ…

October 5, 2025

କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.