Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆରଏସଏସ ବାଣପୁର ପକ୍ଷରୁ ଶତାବ୍ଦୀ ଉଦ୍ଘାଟନ ଉତ୍ସବ ଓ ପଥ ସଞ୍ଚଳନ
ଆଞ୍ଚଳିକ

ଆରଏସଏସ ବାଣପୁର ପକ୍ଷରୁ ଶତାବ୍ଦୀ ଉଦ୍ଘାଟନ ଉତ୍ସବ ଓ ପଥ ସଞ୍ଚଳନ

October 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆରଏସଏସ ବାଣପୁର ପକ୍ଷରୁ ଶତାବ୍ଦୀ ଉଦ୍ଘାଟନ ଉତ୍ସବ ଓ ପଥ ସଞ୍ଚଳନ
ଆରଏସଏସ ବାଣପୁର ପକ୍ଷରୁ ଶତାବ୍ଦୀ ଉଦ୍ଘାଟନ ଉତ୍ସବ ଓ ପଥ ସଞ୍ଚଳନ

ବାଣପୁର: ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ବାଣପୁର ମଣ୍ଡଳ ପକ୍ଷରୁ ସଙ୍ଘର ୧୦୦ ତମ ବିଜୟା ଦଶମୀ ଉତ୍ସବ ଓ ଶତାବ୍ଦୀ ଉଦଘାଟନ ଉତ୍ସବ ଉପଲକ୍ଷେ ପଥ ସଂଚଳନ ଓ ବୌଦ୍ଧିକ କାର୍ଯ୍ୟକ୍ରମ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସଂଘର ସ୍ବୟଂସେବକମାନଙ୍କର ଏକ ଭବ୍ୟ ପଥ ସଂଚଳନ ବାଣପୁର ଭଗବତୀ ବିହାର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ନିକଟରୁ ବାହାରି କଲେଜ ଛକ, ଭଗବତୀ ମନ୍ଦିର ନିକଟରେ ପରିକ୍ରମା କରି ଐତିହାସିକ ପଲଟନ୍ ପଡିଆରେ ପହଞ୍ଚିଥିଲା। ସେଠାରେ ଏକ ବୌଦ୍ଧିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ବୌଦ୍ଧିକ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି ଭାବରେ ଭାରତୀୟ ସେନା ବାହିନୀର ଅବସରପ୍ରାପ୍ତ କର୍ମଚାରୀ ନାଏବ ସୁବେଦାର ରବି ନାରାୟଣ ଷଡ଼ଙ୍ଗୀ, ମୁଖ୍ୟ ବକ୍ତା ଭାବେ ପୁରୀ ବିଭାଗର ସଂଘ ଚାଳକ ମାନନୀୟ ମନୋରଞ୍ଜନ ସାହୁ, ବାଣପୁର ଖଣ୍ଡର ମାନନୀୟ ସଂଘ ଚାଳକ ସତ୍ୟ ନାରାୟଣ ଷଡ଼ଙ୍ଗୀ ଯୋଗ ଦେଇଥିଲେ।

ଉକ୍ତ ପଥ ସଂଚଳନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁରୀ ସାଂସଦ ସମ୍ବିତ ପାତ୍ର ମଧ୍ୟ ସାମିଲ ହୋଇଥିଲେ।

ଆରଏସଏସ ବାଣପୁର ପଥ ସଞ୍ଚଳନ ବାଣପୁର ବିଜୟା ଦଶମୀ ଉତ୍ସବ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ଶତାବ୍ଦୀ ଉଦ୍ଘାଟନ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମର୍ଥନରେ ଛାଡିଥିଲେ ପଦବୀ: ଏବେ ପ୍ରତ୍ୟାହାର କଲେ ଇସ୍ତଫା

January 31, 2026

ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ “ବୁଦ୍ଧ ସଂଘରେ ୪୦ ବର୍ଷ” ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

January 31, 2026

ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଓଡିଶାର ଆଉ ତିନି ବରିଷ୍ଠ ଆଇଏଏସ ଅଧିକାରୀ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.