Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ
ଆଞ୍ଚଳିକ

ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ

October 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ
ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ

ବାଲୁଗାଁ: ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା ଏଜେଣ୍ଟ ଲିଆଫି ମାନଙ୍କ ର ଏକ ସମାବେଶ ସ୍ଥାନୀୟ ଶ୍ରୀ ଶ୍ରୀ ଊମା ମହେଶ୍ୱର ଦେବ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବାଲୁଗାଁ ଶାଖା ପରିଚାଳକ ଅନୟ କୁମାର ମହାନ୍ତି ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଯୋଗ ଦେଇଥିଲେ। ଭାରତୀୟ ଜୀବନ ବୀମା ଲିଆଫି ସଂଘ ଭୁବନେଶ୍ୱର ମଣ୍ଡଳ ସ୍ତରୀୟର ସମନ୍ଵୟ କମିଟି ଅଧ୍ୟକ୍ଷ ଦୀପକ କୁମାର ପଟ୍ଟନାୟକ, ସଭାପତି ବିଜୟ କୁମାର ସାହୁ, ଉପ ସଭାପତି ସୁଜିତ୍ କୁମାର ମହାନ୍ତି, ଯୁଗ୍ମ ସମ୍ପାଦକ ଜୟ ଶଙ୍କର ମାଲୁ ପ୍ରମୁଖ ଯୋଗଦେଇ ସାଂଗଠନିକ ଆଲୋଚନାରେ ଦିଗ୍ ଦର୍ଶନ ଦେଇଥିଲେ।

ବାଲୁଗାଁ ଶାଖାର ଉନ୍ନୟନ ଅଧିକାରୀ, ସି ଏଲ ଆଇ ବନ୍ଧୁମାନେ ଉପସ୍ଥିତ ରହିଥିଲେ। ବାଲୁଗାଁ ଶାଖା ଲିଆଫି ସଙ୍ଘର ସଭାପତି ତ୍ରିଲୋଚନ ସାହୁ, ସମ୍ପାଦକ ରତିକାନ୍ତ ସାହୁ, କୋଷାଧ୍ୟକ୍ଷ ଅକ୍ଷୟ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମର ସାମଗ୍ରୀକ ପରିଚାଳନା କରିଥିଲେ।

ବାଲୁଗାଁ ଶାଖା ଲିଆଫି ସଙ୍ଘର ସମସ୍ତ ଜୀବନ ବୀମା ଏଜେଣ୍ଟ ଏହି ସମାବେଶ ଓ ବନ୍ଧୁ ମିଳନରେ ଯୋଗ ଦେଇଥିଲେ।

ଏଜେଣ୍ଟ ଲିଆଫି ସମାବେଶ ଜୀବନ ବୀମା ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରେ କିନ୍ନର ଓ ଦିନ ମଜୁରିଆ ହତାହାତି, ଉଭୟ ଗୁରୁତର

October 31, 2025

ଭୀମ ଭୋଇ ମହାବିଦ୍ୟାଳୟର ପ୍ରାଧ୍ୟାପିକାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

October 30, 2025

ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ସ୍କୁଲ ପାଚେରୀ

October 29, 2025

ଚିଲିକା: ସ୍ମୃତିଚାରଣ ସଭାରେ ବରିଷ୍ଠ ନାଗରିକ ଓ ପ୍ରତିଭାଧାରୀଙ୍କୁ ସମ୍ବର୍ଦ୍ଧନା

October 28, 2025
Latest News

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.