Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ
ଆଞ୍ଚଳିକ

ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ

October 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ
ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ

ବାଲୁଗାଁ: ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା ଏଜେଣ୍ଟ ଲିଆଫି ମାନଙ୍କ ର ଏକ ସମାବେଶ ସ୍ଥାନୀୟ ଶ୍ରୀ ଶ୍ରୀ ଊମା ମହେଶ୍ୱର ଦେବ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବାଲୁଗାଁ ଶାଖା ପରିଚାଳକ ଅନୟ କୁମାର ମହାନ୍ତି ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଯୋଗ ଦେଇଥିଲେ। ଭାରତୀୟ ଜୀବନ ବୀମା ଲିଆଫି ସଂଘ ଭୁବନେଶ୍ୱର ମଣ୍ଡଳ ସ୍ତରୀୟର ସମନ୍ଵୟ କମିଟି ଅଧ୍ୟକ୍ଷ ଦୀପକ କୁମାର ପଟ୍ଟନାୟକ, ସଭାପତି ବିଜୟ କୁମାର ସାହୁ, ଉପ ସଭାପତି ସୁଜିତ୍ କୁମାର ମହାନ୍ତି, ଯୁଗ୍ମ ସମ୍ପାଦକ ଜୟ ଶଙ୍କର ମାଲୁ ପ୍ରମୁଖ ଯୋଗଦେଇ ସାଂଗଠନିକ ଆଲୋଚନାରେ ଦିଗ୍ ଦର୍ଶନ ଦେଇଥିଲେ।

ବାଲୁଗାଁ ଶାଖାର ଉନ୍ନୟନ ଅଧିକାରୀ, ସି ଏଲ ଆଇ ବନ୍ଧୁମାନେ ଉପସ୍ଥିତ ରହିଥିଲେ। ବାଲୁଗାଁ ଶାଖା ଲିଆଫି ସଙ୍ଘର ସଭାପତି ତ୍ରିଲୋଚନ ସାହୁ, ସମ୍ପାଦକ ରତିକାନ୍ତ ସାହୁ, କୋଷାଧ୍ୟକ୍ଷ ଅକ୍ଷୟ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମର ସାମଗ୍ରୀକ ପରିଚାଳନା କରିଥିଲେ।

ବାଲୁଗାଁ ଶାଖା ଲିଆଫି ସଙ୍ଘର ସମସ୍ତ ଜୀବନ ବୀମା ଏଜେଣ୍ଟ ଏହି ସମାବେଶ ଓ ବନ୍ଧୁ ମିଳନରେ ଯୋଗ ଦେଇଥିଲେ।

ଏଜେଣ୍ଟ ଲିଆଫି ସମାବେଶ ଜୀବନ ବୀମା ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.