Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ
ଆଞ୍ଚଳିକ

ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ

October 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀ ମହାବିଦ୍ୟାଳୟ
ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ

ନାଚୁଣୀ: ଆଜି ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ସଂଘମିତ୍ରା ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ ବାଣପୁର ବ୍ଲକର ସ୍ୱାସ୍ଥ୍ୟ କର୍ମୀ ଇନ୍ଦ୍ରଜିତ ଜେନା ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ପୋଷଣ ମାସର ଉଦ୍ଦେଶ୍ୟ, ଗୁରୁତ୍ୱ ଓ ପ୍ରଭାବ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ।

ଏହି ଅବସରରେ ଇତିହାସ ବିଭାଗର ମୁଖ୍ୟ କବିତା ଦେବୀ, ସଂସ୍କୃତ ବିଭାଗର ମୁଖ୍ୟ ସୁଭଦ୍ରା ଭୋଳ, ଅଧ୍ୟାପକ ବିଜୟ ଶତପଥୀ, ଅଧ୍ୟାପକ ଜଗନ୍ନାଥ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ପୋଷଣ ମାସ ଜନସାଧାରଣଙ୍କ ଉପରେ ପକାଇଥିବା ଗୁଣାତ୍ମକ ପ୍ରଭାବ ସମ୍ପର୍କରେ ଆଲୋଚନା କରିଥିଲେ।

ନାଚୁଣୀ ମହାବିଦ୍ୟାଳୟ ପୋଷଣ ମାସ -୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026

ଦ୍ୱିତୀୟ ଦିନିକିଆ ଖେଳିବେ ନାହିଁ କୋହଲି ଏବଂ ରୋହିତ?: ଭିନ୍ନ ଭିନ୍ନ କମ୍ବିନେସନ ଉପରେ କହିଲେ ଗିଲ୍

July 15, 2026

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.