Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକାରେ ଉନ୍ନୟନ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ
ଆଞ୍ଚଳିକ

ଚ଼ିଲିକାରେ ଉନ୍ନୟନ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ

October 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚ଼ିଲିକା
ଚ଼ିଲିକାରେ ଉନ୍ନୟନ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ

ବାଲୁଗାଁ: ଆଜି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ଚ଼ିଲିକା ନିର୍ବାଚ଼ନମଣ୍ଡଳୀ‌‌ରେ ମାରାଥନ ଗସ୍ତ କରି ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଯଥା କଳକଳେଶ୍ୱର ଗ୍ରା:ପ ଖଡ଼ିପଦର ଗ୍ରାମର ମଠ ପୋଖରୀ ସୁରକ୍ଷା କାନ୍ଥ ନିର୍ମାଣ, ଜରିପଡ଼ା ଗ୍ରାମ ପଞ୍ଚାୟତର ସୁବିଧା କେନ୍ଦ୍ର ନିର୍ମାଣ, ଚ଼ଣ୍ଡେଶ୍ବର ଗ୍ରା:ପର ଫୁଲଗୋରଡ଼ା ଠାରେ ବାଟଘୁମେଇଁ କମ୍ୟୁନିଟି ସେଣ୍ଟର ନିର୍ମାଣ, ଚ଼ଣ୍ଡେଶ୍ବର ସ୍ଥିତ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରର ଉନ୍ନତିକରଣ, ସୁଭଦ୍ରା ଶକ୍ତି କେନ୍ଦ୍ରର ନିର୍ମାଣ, ସୋରଣ ଗ୍ରା:ପ ସ୍ଥିତ ଭଗବତୀପୁର ମୌଜା ସ୍ଥିତ ପ୍ରଭୁ ଶ୍ରୀ ଶ୍ରୀ ବ୍ରହ୍ମେଶ୍ବର ମହାଦେବଙ୍କ ମନ୍ଦିରର ଉନ୍ନତିକରଣ, ମାନସିଂହପୁର ଗ୍ରା:ପ ସ୍ଥିତ ଶାସନ ସାହି ଠାରେ ସାଇ ମନ୍ଦିରର ଉନ୍ନତିକରଣ ନିମନ୍ତେ, ଜରିପଡ଼ା ଗ୍ରା:ପ ସ୍ଥିତ କାଳୁପଡ଼ାଘାଟର ଦାଶରଥି ସରକାରୀ ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ, ମାନସିଂହପୁର‌ ପଞ୍ଚାୟତ ଉଗ୍ରତାରା ମନ୍ଦିର ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ସେହିପରି ଭାବେ ମାନସିଂହପୁର ପଞ୍ଚାୟତରେ ନବ ନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଶୁଭ ଉଦଘାଟନ ହୋଇଛି। ଚିଲିକାର ବିକାଶରେ ଏକ ନୂତନ ଫର୍ଦ ଯୋଡିହେଲା ବୋଲି ମତ ଦେଇଛନ୍ତି ଉଭୟ ନେତା। ଏହି ଅବସରରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକଙ୍କ ସମେତ ଦଳୀୟ ପଦାଧିକାରୀ ଓ ସ୍ଥାନୀୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ଚିଲିକା ପୁରୀ ସାଂସଦ ପୃଥ୍ୱୀରାଜ ହରିଚନ୍ଦନ ଭିତ୍ତିପ୍ରସ୍ତର ସ୍ଥାପନ ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଶ୍ରୀଜଗନ୍ନାଥ ମନ୍ଦିରର ଡିଜିଟାଲ୍ ହୁଣ୍ଡି “ସମର୍ପଣ” ୱେବ୍ ପୋର୍ଟାଲର ଶୁଭ ଉନ୍ମୋଚନ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026
Latest News

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.