Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବାଣ୍ଟିଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ
ଆଞ୍ଚଳିକ

ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବାଣ୍ଟିଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ

October 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବାଣ୍ଟିଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ
ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବାଣ୍ଟିଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ

ବାଣପୁର: ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ବାଣପୁର ବ୍ଲକ ସଭାଗୃହ ଠାରେ ଆୟୋଜିତ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ଼ ବଣ୍ଟନ ସମାରୋହରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଏବଂ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର ଯୋଗଦେଇ ୧୪୭ଟି ରାସନ କାର୍ଡ଼ ବଣ୍ଟନ କରିଥିଲେ।

ଖାଦ୍ୟ ସୁରକ୍ଷାରୁ ଜଣେ ବି ଯୋଗ୍ୟ ହିତାଧିକାରୀ ବଞ୍ଚିତ ହେବେ ନାହିଁ, ଲୋକଙ୍କ ସରକାରର ଏହି ପ୍ରତିଶ୍ରୁତି ହେଉଛି ପୂରଣ।ଏହି ସହାୟତା ଲୋକମାନଙ୍କ ଜୀବନରେ ନୂତନ ଆଶା ଓ ସୁରକ୍ଷାର ଭାବନା ସୃଷ୍ଟି କରିବ। ବିକଶିତ ଓଡ଼ିଶା ଓ ଉତ୍କର୍ଷ ଓଡ଼ିଶା ଗଠନ ପାଇଁ ରାଜ୍ୟ ସରକାର ସଦା ଦୃଢ଼ ପ୍ରତିଶ୍ରୁତିବଦ୍ଧ ବୋଲି ଉଭୟ ମନ୍ତ୍ରୀ ଓ ସାଂସଦ ଏହି ଅବସରରେ କହିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ବାଣପୁର ବ୍ଲକ ବିଡିଓ ବିକାଶ କୁମାର ମହାନ୍ତିଙ୍କ ସମେତ ବିଭିନ୍ନ ଗ୍ରା:ପ ର ସରପଞ୍ଚ, ସମିତିସଭ୍ୟ/ସଭ୍ୟାଙ୍କ ସମେତ ବ୍ଲକ, ପଞ୍ଚାୟତ ସ୍ତରୀୟ ଅଧିକାରୀ ବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ଖାଦ୍ୟ ସୁରକ୍ଷା ଡ଼ା ସମ୍ବିତ ପାତ୍ର ପୁରୀ ସାଂସଦ ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.