Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲା ଉଲ୍ଲାସ ନୋଡାଲ ଅଧିକାରୀଙ୍କ ବାଣପୁର ପରୀକ୍ଷା କେନ୍ଦ୍ର ପରିଦର୍ଶନ
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲା ଉଲ୍ଲାସ ନୋଡାଲ ଅଧିକାରୀଙ୍କ ବାଣପୁର ପରୀକ୍ଷା କେନ୍ଦ୍ର ପରିଦର୍ଶନ

October 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଜିଲ୍ଲା ଉଲ୍ଲାସ ନୋଡାଲ ଅଧିକାରୀଙ୍କ ବାଣପୁର ପରୀକ୍ଷା କେନ୍ଦ୍ର ପରିଦର୍ଶନ
ଖୋର୍ଦ୍ଧା ଜିଲ୍ଲା ଉଲ୍ଲାସ ନୋଡାଲ ଅଧିକାରୀଙ୍କ ବାଣପୁର ପରୀକ୍ଷା କେନ୍ଦ୍ର ପରିଦର୍ଶନ

ବାଣପୁର: ନବଭାରତ ସାକ୍ଷରତା ଅଭିଯାନ ‘ଉଲ୍ଲାସ’ କାର୍ଯ୍ୟକ୍ରମର ଏଫଏଲଏନଏଟି ର ଶିକ୍ଷାର୍ଥୀମାନଙ୍କର ପରୀକ୍ଷା ଆଜି ସ୍ଥାନୀୟ ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟ ଭୀମପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପରୀକ୍ଷାରେ ସମୁଦାୟ ୧୭୦ ଜଣ ପରୀକ୍ଷାର୍ଥୀ ଭାଗ ନେଇଥିଲେ। ଏଥି ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧକାରୀ କାର୍ଯ୍ୟାଳୟର ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଡକ୍ଟର ପ୍ରଜ୍ଞା ପରମିତା ଜେନା ପରିଭ୍ରମଣରେ ପରୀକ୍ଷାର୍ଥୀଙ୍କୁ ଯାଞ୍ଚକରି ସନ୍ତୋଷ ପ୍ରକାଶ କରିଥିଲେ। ବାଣପୁର ବ୍ଲକର ଅନ୍ୟ ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟ, କୋତରୀ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ମଧ୍ୟ ସନ୍ତୋଷ ପ୍ରକାଶ କରିଛନ୍ତି ଶ୍ରୀମତୀ ଜେନା।

ପ୍ରକାଶ ଥାଉ କି ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’ ନିମନ୍ତେ ବାଣପୁର ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ୧୬୩୭ ଜଣ ପରୀକ୍ଷାର୍ଥୀ ଉପସ୍ଥାନ କରି ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିପାଇଁ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ଗୋଷ୍ଠୀ ଶିକ୍ଷା ଅଧିକାରୀ ସହିତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଓ ସମସ୍ତ ୧୨ ଜଣ ସିଆରସିସି ୧୬୩୭ ଜଣ ପରୀକ୍ଷାର୍ଥୀଙ୍କୁ ଧନ୍ୟବାଦ ଜଣାଇବା ସଙ୍ଗେ ସଙ୍ଗେ ଜିଲ୍ଲା ଶିକ୍ଷାଅଧିକାରୀଙ୍କ ନେତୃତ୍ବ କୁ ଧନ୍ୟବାଦ ଜଣାଇଛନ୍ତି।

'ଉଲ୍ଲାସ' କାର୍ଯ୍ୟକ୍ରମ ନବଭାରତ ସାକ୍ଷରତା ଅଭିଯାନ ପରୀକ୍ଷା କେନ୍ଦ୍ର ପରିଦର୍ଶନ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026

ପଞ୍ଜାବ ପେପର୍ ଲିକ୍ ଉପରେ NDA ର ପ୍ରତିବାଦ: ଇସ୍ତଫା ଦାବି

July 28, 2026

“ତଦନ୍ତ ଏବଂ ଉତ୍ତରଦାୟିତ୍ୱ ମଧ୍ୟ ସ୍ଥିର ହେଉ”: CJP ପ୍ରତିବାଦରେ ଲାଠିଚାର୍ଜ ଉପରେ ସୁପ୍ରିମକୋର୍ଟ

July 28, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓକୁ ବ୍ୟାନ୍ କରିବା ପାଇଁ ପରିଣାମ ଭୋଗିବ ଫେସବୁକ୍!: ସମନ୍ କଲେ ସରକାର

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.