Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ
ଆଞ୍ଚଳିକ

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ
ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

ବାଲୁଗାଁ: ଆଜି ଖୋର୍ଦ୍ଧା ଜିଲ୍ଲା ପି.ଏମ.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଲୁଗାଁର ୭୭ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଥିଲେ। ଦୀର୍ଘ ବର୍ଷ ଧରି ଏହି ବିଦ୍ୟାଳୟ ଅନେକ ଛାତ୍ରଛାତ୍ରୀଙ୍କୁ ଜ୍ଞାନ ଓ ସଂସ୍କାର ପ୍ରଦାନ କରି ସେମାନଙ୍କ ଜୀବନକୁ ଆଲୋକିତ କରିଛି। ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ସାଧୁବାଦ ଜଣାଇଛନ୍ତି। ଆଗାମୀ ଦିନରେ ବିଦ୍ୟାଳୟ ଆହୁରି ସୁନାମ ଅର୍ଜନ କରିବା ସହ ଛାତ୍ରଛାତ୍ରୀ ମାନେ ସମଗ୍ର ଦେଶରେ ସଫଳତା ହାସଲ କରି ରାଜ୍ୟ ପାଇଁ ତଥା ଆମ ଅଞ୍ଚଳ ପାଇଁ ଗୌରବ ଆଣିବେ ବୋଲି ମାନ୍ୟବର ମନ୍ତ୍ରୀ ଦୃଢ଼ ଆଶାବ୍ୟକ୍ତ କରିଛନ୍ତି।

ଏହି କାର୍ଯ୍ୟକ୍ରମ ଅବସରରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର‌ ଅଧ୍ୟକ୍ଷା‌ ସୁକାନ୍ତି ପାଇକରାୟ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ଶିକ୍ଷାଧିକାରୀ ଦ୍ବାରିକାନାଥ ବେହେରା, ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ସଭାପତି ମୁରଲୀଧର ସାମନ୍ତସିଂହାର, ବିଦ୍ୟାଳୟ ପରିଚ଼ାଳନା କମିଟିର ସଭାପତି ବିଘ୍ନେଶ୍ୱର ପ୍ରଧାନ, ପ୍ରଧାନ ଶିକ୍ଷୟତ୍ରୀ ସ୍ବାଧିନା ମଞ୍ଜରୀ ବେହେରା ଉପସ୍ଥିତ ଥିଲେ।

ପି.ଏମ.ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିଷ୍ଠା ଦିବସ ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ମାଟିରୁ ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା

January 7, 2026

ଭୀମ ଭୋଇ କଲେଜରେ ରକ୍ତଦାନ ଶିବିର: ୨୫ ୟୁନିଟ୍ ରକ୍ତ ସଂଗ୍ରହ

January 6, 2026

ମୁଖ୍ୟମନ୍ତ୍ରୀଙ୍କ ବାଣପୁର ଗସ୍ତ ପାଇଁ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ

January 5, 2026

ବାଲୁଗାଁ: ସତସଙ୍ଗ ଶ୍ରୀମନ୍ଦିରରେ ନବମ ବାର୍ଷିକ ଉଦବୋଧନ ସ୍ମୃତି ମହୋତ୍ସବ

January 5, 2026
Latest News

ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସରେ ଯୋଗଦେଲେ ରାଜ୍ୟପାଳ

January 8, 2026

ଅଭିନବ ମଳବର୍ଜ୍ୟ ପରିଚାଳନା ମଡେଲ ନେଇ ରାଜ୍ୟମାନଙ୍କ ସହ ଜଳଶକ୍ତି ମନ୍ତ୍ରୀଙ୍କ ସମୀକ୍ଷା

January 8, 2026

ଅପରାଧ ସ୍ଥଳ ନିରୀକ୍ଷଣ ଅଧିକାରୀଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଉଦଘାଟିତ

January 8, 2026

ଆକାଶବାଣୀ କଟକ କେନ୍ଦ୍ର ପରିଦର୍ଶନ ସହ ଅଧିକାରୀଙ୍କ ସହ ଆଲୋଚନା କଲେ ପିଆଇବି ଏଡିଜି

January 8, 2026

ରାଶିଫଳ: ଆଜି ଡିସେମ୍ବର ୮ ତାରିଖ ଗୁରୁବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.