Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ
ଆଞ୍ଚଳିକ

ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ

November 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ
ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ର ବିଡ଼ିଓ ଭାବରେ ଆଇଏଏସ ଶୁଭ୍ରା ପଣ୍ଡା ନିଯୁକ୍ତି ପାଇଛନ୍ତି। ଏଠାରେ ଅବସ୍ଥାପିତ ଥିବା ବିଡ଼ିଓ କ୍ଷମା ନିଧି ଭୋଇ ଙ୍କର ନୂଆପଡା ଜିଲ୍ଲାକୁ ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ଭାବରେ ପ୍ରୋମସନ ହେବା ପରେ ଏଠାରେ ଏକ ମାସ ହେଲା ବିଡ଼ିଓ ଭାବରେ କାହାରିକୁ ନିଯୁକ୍ତି ମିଳି ପାରି ନ ଥିଲା।

ଆଇଏଏସ ଶୁଭ୍ରା ପଣ୍ଡା ନାକଟିଦେଉଳ ବ୍ଲକ ରେ ମାତ୍ର ଏକ ମାସ ବିଡ଼ିଓ ଭାବରେ କାର୍ଯ୍ୟ ତୁଲାଇବେ ବୋଲି ଜଣା ପଡିଛି।

ନାକଟିଦେଉଳ ବ୍ଲକ ଶୁଭ୍ରା ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.