Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ
ଆଞ୍ଚଳିକ

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର
ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

ବାଣପୁର: ଆଜି ସକାଳ ୧୦.୩୦ ମିନିଟ୍ ସମୟରେ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସୁରପ୍ରତପ ନରେନ୍ଦ୍ର ସିଂ ବର୍ମାଙ୍କ ପୌରହିତତାରେ ଜାତୀୟ ଗୀତର ୧୫୦ତମ ପୂର୍ତ୍ତି ଦିବସ ପାଳିତ ହୋଇଯାଇଛି। ପ୍ର।ରମ୍ଭରେ ଅଧ୍ୟକ୍ଷ ଛାତ୍ର ଛାତ୍ରୀ ଓ କର୍ମଚାରୀଙ୍କୁ ଜାତୀୟ ଗୀତର ମହାନ୍ ଉଦ୍ଦେଶ୍ୟ ଓ ପବିତ୍ର ଦିବସର ମହତ୍ତ୍ଵ ବିଷୟରେ ଆଲୋକପାତ କରିଥିଲେ।

ସଂସ୍କୃତ ବିଭାଗ ଅଧ୍ୟାପକ ଅରବିନ୍ଦ ନାୟକଙ୍କ ନିର୍ଦ୍ଦେଶନାରେ ପ୍ରାୟ ୫୦୦ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଓ କର୍ମଚାରୀ ଏହି ପବିତ୍ର ଗୀତ ଗାନ କରିଥିଲେ। ପରିଶେଷରେ ବନ୍ଦେ- ମାତରଂ ସ୍ଲୋଗାନରେ ଗୋଦାବରୀଶ ମହାବିଦ୍ୟାଳୟ ପରିସର ପ୍ରକମ୍ପିତ ହୋଇଯାଇଥିଲା।

ଜାତୀୟ ଗୀତ ବନ୍ଦେ- ମାତରଂ ବାଣପୁର ସୁରପ୍ରତପ ନରେନ୍ଦ୍ର ସିଂ ବର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ

January 9, 2026

ବାଣପୁରରେ ନିରନ୍ତର ଅଭିବୃଦ୍ଧି ମେଳା

January 8, 2026

ବାଣପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସ୍ବାଗତ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ସାଂସଦ ସମ୍ବିତ ପାତ୍ର

January 7, 2026
Latest News

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.