Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା
ଆଞ୍ଚଳିକ

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର
ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

ବାଣପୁର:  ବାଣପୁର ଥାନା ଅନ୍ତର୍ଗତ ଅଚ୍ୟୁତରାଜପୁର ଶାସନ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳା ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ଉକ୍ତ ଗ୍ରାମର ରାମଚନ୍ଦ୍ର ପ୍ରଧାନଙ୍କ ଝିଅ ବର୍ଷା ପ୍ରଧାନ (୨୩) ବୋଲି ଜଣାପଡିଛି।

ରାମଚନ୍ଦ୍ରଙ୍କ ଅଭିଯୋଗ ମୁତାବକ ତାଙ୍କ ଝିଅ ବର୍ଷା ୫ ବର୍ଷ ପୂର୍ବେ ସେହି ଗ୍ରାମର ପୃଥ୍ୱୀରାଜ ଦଳେଇଙ୍କୁ ବିବାହ କରିଥିଲେ। ତେବେ ଆଜି କୌଣସି କାରଣ ବଶତଃ ଝିଅ ବର୍ଷା ମାନସିକ ଭାରସାମ୍ୟ ହରାଇ ଶାଶୂଘରେ ଥିବା ବେଳେ ବେକରେ ଲୁଗା ଗୁଡ଼ାଇ ପଙ୍ଖାରେ ଝୁଲିପଡ଼ି ଆତ୍ମହତ୍ୟା କରିଛନ୍ତି।

ପରିବାରବର୍ଗ ବର୍ଷାଙ୍କୁ ବାଣପୁର ମେଡିକାଲ ନେଇଥିବା ବେଳେ, ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ବାଣପୁର ପୋଲିସ କେସ ନମ୍ବର ୧୯/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି।

ଅଚ୍ୟୁତରାଜପୁର ଶାସନ ଆତ୍ମହତ୍ୟା କଲେ ମହିଳା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026
Latest News

ଭୁଶୁଡ଼ିଲା ବହୁତଳ ପ୍ରାସାଦ, ଫସିରହିଛନ୍ତି ଏକାଧିକ ଶିକ୍ଷାର୍ଥୀ

September 6, 2026

ଛଟେଇ ପାଇଁ ପ୍ରସ୍ତୁତ ହେଉଛି ଟାଟା ଗ୍ରୁପ୍ କମ୍ପାନୀ: ବିପଦରେ କର୍ମଚାରୀଙ୍କ ଜୀବିକା 

September 6, 2026

ଉପ-କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ: ପରିବାର ଲୋକଙ୍କ ତଦନ୍ତ ଦାବି

September 6, 2026

ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି: ସୋଆ ଉପସଭାପତି

September 6, 2026

ଅରୁଣାଚଳ ପ୍ରଦେଶରେ ଭାରତ-ଚୀନ କର୍ପସ କମାଣ୍ଡରଙ୍କ ପ୍ରଥମ ବଡ଼ ବୈଠକ: ଜାଣନ୍ତୁ ପ୍ରସଙ୍ଗ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.