Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନା ସେବା ସମିତି ପକ୍ଷରୁ ଶିଶୁଦିବସ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନା ସେବା ସମିତି ପକ୍ଷରୁ ଶିଶୁଦିବସ ପାଳନ

November 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ତାଲୁକ ଆଇନା ସେବା ସମିତି ପକ୍ଷରୁ ଶିଶୁଦିବସ ପାଳନ
ବାଣପୁର ତାଲୁକ ଆଇନା ସେବା ସମିତି ପକ୍ଷରୁ ଶିଶୁଦିବସ ପାଳନ

ବାଣପୁର: ଶିଶୁ ଦିବସ ଅବସରରେ ଶୁକ୍ରବାର ଦିନ ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଶ୍ରୀ ଅରବିନ୍ଦ ସ୍କୁଲ ଅଫ ଇଣ୍ଟେଗ୍ରାଲ ଏଜୁକେସନ ପରିସରରେ ଶିଶୁଦିବସ ପାଳନ ଓ ଆଇନ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତାଲୁକ ଆଇନା ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥିଭାବେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ଦାସ, ଫ୍ରଣ୍ଟ ଅଫିସ ରିଟେନର ରାମଚନ୍ଦ୍ର ପଲାଇ ଆଦି ଯୋଗ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଶିଶୁ ଅଧିକାର, କିଶୋର ଯତ୍ନ ଓ ସୁରକ୍ଷା ଅଧିନିୟମ, ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ ଆଦି ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସଂକୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପରିଶେଷରେ ପ୍ରଧାନଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ।

ବାଣପୁର ତାଲୁକ ଆଇନା ସେବା ସମିତି ଶିଶୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.