Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ଦିନିକିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ଦିନିକିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

November 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ଦିନିକିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ
ଗୋଦାବରୀଶ ମହାବିଦ୍ୟାଳୟରେ ଦିନିକିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ IQAC ଓ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ (ଉଭୟ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ) ମାନଙ୍କ ମିଳିତ ପ୍ରୟାସରେ ଆଜି ଏକ ଦିନିକିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ସଂସ୍ଥାନ, ଭୁବନେଶ୍ବରର ମୁଖ୍ୟ ପରିଚାଳନା ଅଧିକାରୀ ରାଜେଶ କୁମାର ତ୍ରିପାଠୀ ମୁଖ୍ୟ ବକ୍ତା ରୂପେ ଯୋଗଦେଇ “କ୍ୟାରିୟର ଟକ୍ ସୋ” ଶୀର୍ଷକରେ ଛାତ୍ରଛାତ୍ରୀମାନଙ୍କୁ ଅନେକ ଉଦାହରଣ ଦେଇ ପ୍ରାୟ ୨ ଘଣ୍ଟା କାଳ ତାଙ୍କ ଯାଦୁକରୀ ଅଭିଭାଷଣରେ ବାନ୍ଧି ରଖିଥିଲେ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡା ଶୁରପ୍ରତାପ ନରେନ୍ଦ୍ର ସିଂହ ବର୍ମା ଯୋଗଦେଇ ଦକ୍ଷତାବିକାଶ ଦିଗରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ଏହିପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରିବାପାଇଁ ଆହ୍ବାନ ଦେଇଥିଲେ। ଏହି ଦିନିକିଆ କାର୍ଯ୍ୟକ୍ରମରେ ପ୍ରାୟ ୧୬୦ ରୁ ଅଧିକ ଛାତ୍ରଛାତ୍ରୀ ଯୋଗଦେଇ ଥିଲେ।

ଏହି କାର୍ଯ୍ୟକ୍ରମଟି ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଜୟନ୍ତ କୁମାର ବିହାରୀ ଓ ମହାବିଦ୍ୟାଳୟର ଆଇ କ୍ବୁ ଏ ସି ଅଧିକାରୀ ଡ ରୁତୁସ୍ମିତା ମିଶ୍ର ଓ ତାଙ୍କ ଟିମ୍ ମେମ୍ବର ମାନଙ୍କ ମିଳିତ ପ୍ରୟାସ ରେ ସୁଚାରୁରୂପେ ସମ୍ପାଦିତ ହୋଇଥିଲା।

ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଜୟନ୍ତ କୁମାର ବିହାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଶେଷରେ ମହାବିଦ୍ୟାଳୟର ଆଇ କ୍ବୁ ଏ ସି ଅଧିକାରୀ ଡ ରୁତୁସ୍ମିତା ମିଶ୍ର ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମ ସମାପ୍ତ କରିଥିଲେ।

କ୍ୟାରିୟର ଟକ୍ ସୋ ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ୭୦ତମ ପୁଣ୍ୟତିଥିରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.