Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ
ଆଞ୍ଚଳିକ

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ
ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

ବାଣପୁର: ବାଣପୁର ସ୍ଥିତ ନେହେରୁ ସେବା ସଂଘର କନକ ଭବନ ପରିସରରେ ଭାରତର ସ୍ବାଧୀନତା ସଂଗ୍ରାମର ପ୍ରଥମ ଆଦିବାସୀ ଶହୀଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ତଥା ଜନ ଜାତୀୟ ଗୈ।ରଵ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ସମ୍ପାଦିକା ସରୋଜିନୀ ଦାସଙ୍କ ପରିଚାଳନାରେ ତଥା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ନନ୍ଦ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଗୋଦାବରୀଶ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ ସୁରପ୍ରତାପ ନରେନ୍ଦ୍ର ସିଂହ ବର୍ମା, ମୁଖ୍ୟ ବକ୍ତା ଭାବେ ଚିଲିକା ସାହିତ୍ୟ ସମାଜର ସଭାପତି କବି ଵାଳ ମୁକୁନ୍ଦ ଦାସ, ସମ୍ମାନିତ ଅତିଥି ଭାବେ ବରିଷ୍ଠ କବୟତ୍ରୀ କ୍ରିଷ୍ଣା ମିଶ୍ର, ଅନୁଷ୍ଠାନର କୋଷାଧ୍ୟକ୍ଷ ଓମ୍ ପ୍ରକାଶ ଅଗ୍ରୱାଲ, ବୀରେନ୍ଦ୍ର କୁମାର ତ୍ରିପାଠୀ, ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ବିର୍ସା ମୁଣ୍ଡାଙ୍କ ର ଦେଶପ୍ରେମ, ତ୍ୟାଗ ଓ ବଳିଦାନ ଉପରେ ସାରଗର୍ଭକ ଅଭିଭାଷଣ ପ୍ରଦାନ କରି ଅନ୍ତେବାସୀ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

ପ୍ରାରମ୍ଭରେ ନ୍ରୃସିହ ଚରଣ ମହାରଣା ଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠାନର ଛାତ୍ରୀମାନେ ଆବାହନ ସଙ୍ଗୀତ ଗାନ କରିଥିଲେ। ଅନୁଷ୍ଠାନ ର ପ୍ରକଳ୍ପ ସଂଯୋଜକ ପ୍ରଦୀପ କୁମାର ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କ୍ରୃତୀ ପ୍ରତି ଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଧନ୍ୟବାଦ ପ୍ରଦାନ କରିଥିଲେ ପ୍ରଦୀପ କୁମାର ଦାସ।

ନେହେରୁ ସେବା ସଂଘ ବାଣପୁର ଭଗବାନ ବିର୍ସା ମୁଣ୍ଡା ଶହୀଦ ବିର୍ସା ମୁଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ମନ୍ଦିର କାର୍ଯ୍ୟାଳୟରୁ ଚୋରୀ, ମହାପ୍ରଭୃଙ୍କ ସମସ୍ତ ଅଳଙ୍କାର ଟଙ୍କା ଲୁଟି ନେଇ ଚୋର ଫେରାର

December 5, 2025

ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା

December 1, 2025

ବାଣପୁରରେ ମହିଳା ହିଂସା ବିରୋଧୀ ଅଭିଯାନ ନେଇ ସଚେତନା କାର୍ଯ୍ୟକ୍ରମ

November 30, 2025

ନେହେରୁ ସେବା ସଂଘରେ ସମ୍ବିଧାନ ଦିବସ ପାଳିତ

November 26, 2025
Latest News

Pariksha Pe Charcha 2026: ଜାନୁଆରୀରେ ହେବ ପରୀକ୍ଷା ପେ ଚର୍ଚ୍ଚା, ଜାଣନ୍ତୁ କେମିତି କରିବେ ପଂଜିକରଣ

December 6, 2025

Indigo Flight Crisis: ଇଣ୍ଡିଗୋ ବିମାନ ବାତିଲ ପରେ ସରକାର ନେଲେ ଏହି କାର୍ଯ୍ୟାନୁଷ୍ଠାନ 

December 6, 2025

India Russia Bilateral Talk: 2030 ସୁଦ୍ଧା ଦ୍ୱିପାକ୍ଷିକ ବାଣିଜ୍ୟକୁ 100 ବିଲିୟନ ଡଲାରକୁ ବୃଦ୍ଧି ପ୍ରତିଶ୍ରୁତି

December 6, 2025

ଏଏନଏମ ପରୀକ୍ଷା ବାତିଲ ନେଇ ରାଗିଲେ ନବୀନ ପଟ୍ଟନାୟକ, କହିଲେ….

December 6, 2025

ରାଜ୍ୟ ସରକାରଙ୍କ ବଡ ନିଷ୍ପତି, ଏଣିକି କନ୍ୟା ବିବାହ ପାଇଁ ମିଳିବ ୫୧ ହଜାର ଟଙ୍କା, ଜାଣନ୍ତୁ କଣ କରିବେ

December 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.