Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ଆଞ୍ଚଳିକ

ବାଣପୁରରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

November 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ
ବାଣପୁରରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଣପୁର -୨ ଠାରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା – ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଓ ବାଲ ବୈଜ୍ଞାନିକ ବିଜ୍ଞାନ ମେଳା ଉଦଘାଟନ ଓ ଉଦଯାପନ ହୋଇସାରିଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଯୋଗ ଦେଇଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି, ୫ ଜଣ ବିଚାରକ ମଣ୍ଡଳୀ ଏବଂ ପ୍ରଧାନ ଶିକ୍ଷକ ଜଗଦୀଶ ପ୍ରଧାନ ଉଦଘାଟନ ଉଦଘାଟନ ଉତ୍ସବରେ ଉପସ୍ଥିତ ଥିଲେ।

ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ମୋଟ ୨୫ ଗୋଟି ଏବଂ ମାଧ୍ୟମିକ ସ୍ତରରୁ ମୋଟ ୧୧ ଗୋଟି ଓ ବାଲ ବୈଜ୍ଞାନିକ ସ୍ତରରୁ ୨୮ ଗୋଟି ପ୍ରକଳ୍ପ ସର୍ବମୋଟ ୬୪ ଗୋଟି ପ୍ରକଳ୍ପ ମଧ୍ୟରୁ ୩ ଗୋଟି ପ୍ରାଥମିକ ,୩ ଗୋଟି ଉଚ୍ଚ ମାଧ୍ୟମିକ ଓ ୭ଗୋଟି ବାଲ ବୈଜ୍ଞାନିକ ବ୍ଲକ ସ୍ତରରୁ ମନୋନୀତ ହୋଇ ଜିଲ୍ଲା ସ୍ତରକୁ ସ୍ଥାନ ପାଇଛନ୍ତି। ସମସ୍ତ ସିଆରସିସି, ବିଆରସିସି, ପ୍ରଧାନ ଶିକ୍ଷକ ମାନଙ୍କ ସହଯୋଗରେ ବିଜ୍ଞାନ ମେଳା ଉଦଯାପିତ ହୋଇଅଛି। ଉଦଯାପନୀ ଉତ୍ସବରେ ଏନଏସି ଅଧ୍ୟକ୍ଷ ଓ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।

ଅମରେନ୍ଦ୍ର ରଣସିଂହ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକସ୍ତରୀୟ ବିଜ୍ଞାନ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Latest News

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.