Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର
ଆଞ୍ଚଳିକ

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର

November 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର
ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର

ରେଢ଼ାଖୋଲ (କନ୍ଦର୍ପ ବେହେରା): ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ ରେ ରାଣୀ ଲକ୍ଷ୍ମୀ ବାଇ ଙ୍କ ଜନ୍ମ ଜୟନ୍ତୀ ଅବସରରେ ମିଶନ ସାହସୀ ଶୀର୍ଷକ ରେ ମହାବିଦ୍ୟାଳୟ ଛାତ୍ରୀ ମାନଙ୍କ ନିମନ୍ତେ ଏକ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇ ଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଶିବରାମ ସାହୁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଶରତ କୁମାର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଖିଳେନ୍ଦ୍ର ଶାସନୀ ଯୋଗଦେଇ ଛାତ୍ରୀ ମାନଙ୍କ ନିମନ୍ତେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣର ଉପଯୋଗୀତା ଏବଂ ମହାରାଣୀ ଲକ୍ଷ୍ମୀ ବାଇ ଙ୍କ ଜୀବନୀ ବିଷୟରେ ଉଦବୋଧନ ଦେଇଥିଲେ।

ପ୍ରଶିକ୍ଷିକା ଏଲ୍ ବିଷ୍ଣୁପ୍ରିୟା ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା ତାଲିମ୍ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରୀ ଙ୍କୁ ପ୍ରମାଣପତ୍ର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅର୍ଜୁନ ଡିଗ୍ରୀ କଲେଜ୍ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶତାଧିକ ଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକ୍ରମ ପ୍ରମୁଖ ସିଦ୍ଧାନ୍ତ ମାଝୀ, ବିରଞ୍ଚି ନାଏକ, ରାଜା ପ୍ରଧାନ, ବର୍ଷାରାଣୀ ପ୍ରଧାନ, ତୁଳସୀ ମହାପାତ୍ର, ପିଙ୍କନ ପ୍ରଧାନ, ସାଇ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଆତ୍ମ ସୁରକ୍ଷା ତାଲିମ୍ କଦଳୀଗଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ନିରନ୍ତର ଅଭିବୃଦ୍ଧି ମେଳା

January 8, 2026

ଭୀମ ଭୋଇ କଲେଜରେ ରକ୍ତଦାନ ଶିବିର: ୨୫ ୟୁନିଟ୍ ରକ୍ତ ସଂଗ୍ରହ

January 6, 2026

ବାଲୁଗାଁ: ସତସଙ୍ଗ ଶ୍ରୀମନ୍ଦିରରେ ନବମ ବାର୍ଷିକ ଉଦବୋଧନ ସ୍ମୃତି ମହୋତ୍ସବ

January 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ

January 3, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.