Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର
ଆଞ୍ଚଳିକ

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର

November 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର
ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର

ରେଢ଼ାଖୋଲ (କନ୍ଦର୍ପ ବେହେରା): ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ ରେ ରାଣୀ ଲକ୍ଷ୍ମୀ ବାଇ ଙ୍କ ଜନ୍ମ ଜୟନ୍ତୀ ଅବସରରେ ମିଶନ ସାହସୀ ଶୀର୍ଷକ ରେ ମହାବିଦ୍ୟାଳୟ ଛାତ୍ରୀ ମାନଙ୍କ ନିମନ୍ତେ ଏକ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇ ଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଶିବରାମ ସାହୁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଶରତ କୁମାର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଖିଳେନ୍ଦ୍ର ଶାସନୀ ଯୋଗଦେଇ ଛାତ୍ରୀ ମାନଙ୍କ ନିମନ୍ତେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣର ଉପଯୋଗୀତା ଏବଂ ମହାରାଣୀ ଲକ୍ଷ୍ମୀ ବାଇ ଙ୍କ ଜୀବନୀ ବିଷୟରେ ଉଦବୋଧନ ଦେଇଥିଲେ।

ପ୍ରଶିକ୍ଷିକା ଏଲ୍ ବିଷ୍ଣୁପ୍ରିୟା ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା ତାଲିମ୍ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରୀ ଙ୍କୁ ପ୍ରମାଣପତ୍ର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅର୍ଜୁନ ଡିଗ୍ରୀ କଲେଜ୍ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶତାଧିକ ଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର କାର୍ଯ୍ୟକ୍ରମ ପ୍ରମୁଖ ସିଦ୍ଧାନ୍ତ ମାଝୀ, ବିରଞ୍ଚି ନାଏକ, ରାଜା ପ୍ରଧାନ, ବର୍ଷାରାଣୀ ପ୍ରଧାନ, ତୁଳସୀ ମହାପାତ୍ର, ପିଙ୍କନ ପ୍ରଧାନ, ସାଇ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଆତ୍ମ ସୁରକ୍ଷା ତାଲିମ୍ କଦଳୀଗଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.