Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ -୨୦୨୫ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁରରେ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ -୨୦୨୫ ଅନୁଷ୍ଠିତ

November 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ -୨୦୨୫ ଅନୁଷ୍ଠିତ
ବାଣପୁରରେ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ -୨୦୨୫ ଅନୁଷ୍ଠିତ

ବାଣପୁର: ଆଜି ସରକାରଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ପରିସର ମଧ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଣପୁର ସନାତନ ଜାଲିଙ୍କ ସଂଯୋଜନାରେ ମୋଟ ୯ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ୧୨ ଗୋଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ ପାଳନ ହୋଇଛି। ଏଥିରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି ଓ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ. ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମାଙ୍କ ସମେତ ଅଧ୍ୟାପକ ଓ ଅଧ୍ୟାପିକା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଏଥିରେ ୩୬ ଗୋଟି ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇ ୧୨ ଜଣ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସ୍ତରକୁ ମନୋନୀତ କରାଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ସେଠୀ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ସମସ୍ତ ସିଆରସିସି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ୟୁବ ମହୋତ୍ସବ -୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ୭୦ତମ ପୁଣ୍ୟତିଥିରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.