Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଅବକାରୀ ବିଭାଗର ଚଢାଉ: ୫୧୭ ଲିଟର ମହୁଲି ଜବତ, ୩ ଗିରଫ
ଆଞ୍ଚଳିକ

ଚିଲିକାରେ ଅବକାରୀ ବିଭାଗର ଚଢାଉ: ୫୧୭ ଲିଟର ମହୁଲି ଜବତ, ୩ ଗିରଫ

December 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାରେ ଅବକାରୀ ବିଭାଗର ଚଢାଉ: ୫୧୭ ଲିଟର ମହୁଲି ଜବତ, ୩ ଗିରଫ
ଚିଲିକାରେ ଅବକାରୀ ବିଭାଗର ଚଢାଉ: ୫୧୭ ଲିଟର ମହୁଲି ଜବତ, ୩ ଗିରଫ

ଚିଲିକା: ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ଅଜିତ କୁମାର ପାତ୍ରଙ୍କ ତତ୍ୱବଧାନରେ ଏବଂ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ଆଜି ନାଚୁଣୀ ଓ ବାଣପୁର ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଚଢାଉ କରି ୫୧୭ ଲିଟର ଦେଶୀ ମଦ ଜବତ କରିବାସହ ତିନି ଜଣଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ଦୁଇଟି ବାଇକ ଜବତ କରାଯାଇଛି। ନାଚୁଣୀ ଥାନା ଅନ୍ତର୍ଗତ ସଲପଡ଼ିହ ଗ୍ରାମର ପ୍ରଦୀପ ସେଠୀଙ୍କ (୩୪) ନିକଟରୁ ୭ ଲିଟର ଏବଂ ବାଣପୁର ଥାନା ଅନ୍ତର୍ଗତ ବଡ଼ଶିରେଇପୂର ଗ୍ରାମର ଧୀରେନ୍ଦ୍ର କୁମାର ସ୍ୱାଇଁ (୪୬) ଓ ଅରଖଡିହ ଗ୍ରାମର ମନୋଜ ବରାଳଙ୍କ (୩୯) ନିକଟରୁ ୫୧୦ ଲିଟର ଦେଶୀ ମଦ ଜବତ କରାଯାଇଛି।

ଅଭିଯୁକ୍ତଙ୍କ ବିରୁଦ୍ଧରେ ପୃଥକ ଭାବେ ଦୁଇଟି ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇଥିବା ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି। ଉକ୍ତ ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏସଆଇ ମୀନକେତନ ମହାଳିକ, ସୁନିତା ମହାରଣା, ଅଶେଷ କୁମାର ପ୍ରଧାନ, ରଞ୍ଜିତ ପଟେଲ ପ୍ରମୁଖ ସାମିଲ ଥିଲେ।

ଅବକାରୀ ବିଭାଗର ଚଢ଼ାଉ ଚିଲିକା ତିନି ଗିରଫ ନାଚୁଣୀ ବାଣପୁର ମହୁଲି ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026
Latest News

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.