Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ବାଣପୁର: ଆଜି ଗୋଦାବରୀଶ ମହାବିଦ୍ୟାଳୟରେ ଦୁଇ ଦିନଧରି ଚାଲିଥିବା ୬୨ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ପ୍ରଥମ ଦିନ ଛାତ୍ରମାନେ ମା ଭଗବତୀ ମନ୍ଦିରରୁ ମଶାଲ ପ୍ରଜ୍ବଳିତକରି ବାଣପୁର ବଜାର ପରିକ୍ରମା କରି ମହାବିଦ୍ୟାଳୟ ପରିସରକୁ ପ୍ରବେଶ କରିଥିଲେ। ଏହାପରେ ଅଧ୍ୟକ୍ଷ ସୁରପ୍ରତାପ ନରେନ୍ଦ୍ରସିଂ ବର୍ମା ପ୍ରଜ୍ବଳିତ ମଶାଲକୁ ଅବସ୍ଥାପିତ କରି କ୍ରୀଡା ପତାକା ଉତ୍ତୋଳନ କରି କ୍ରୀଡ଼ାପ୍ରତିଯୋଗୀ ଓ ଛାତ୍ର ଛାତ୍ରୀମାନଙ୍କୁ ଶୃଙ୍ଖଳାପୂର୍ବକ କ୍ରୀଡାଉତ୍ସବ ସମ୍ପୂର୍ଣ୍ଣ କରାଇବାପାଇଁ ଶପଥ କରାଇଥିଲେ। ଏହାପରେ ମହାବିଦ୍ୟାଳୟ ପଡିଆରେ ଦୁଇଦିନଧରି ବିଭିନ୍ନ ପ୍ରକାର କ୍ରୀଡା ଅନୁଷ୍ଠିତ ହୋଇଥିଲା। ଉ

ଦଯାପନୀ ଉତ୍ସବରେ ଏନ. ଏ. ସି. ଚେୟାରମ୍ୟାନ ମିଟୁ ନାୟକ, ପୁରାତନ ଛାତ୍ରସଂଘର ସଭାପତି ଜିତେନ୍ଦ୍ର କୁମାର ଭୋଳ, ପୂର୍ବତନ ଅଧ୍ୟକ୍ଷ ବିନାୟକ ହୋତା, ଅଧ୍ୟକ୍ଷ ଶ୍ରୀଯୁକ୍ତ ବର୍ମା, ପୂର୍ବତନ କ୍ରୀଡା ଶିକ୍ଷକ ବୈରାଗୀ ଚରଣ ବଳ, ପ୍ରଶାସନିକ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତା କ୍ରୀଡ଼ାବିତ ଛାତ୍ର ଛାତ୍ରୀମାନଙ୍କୁ କ୍ରୀଡାର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ।

କ୍ରୀଡା ଦାୟିତ୍ୱରେ ଥିବା ଅଧ୍ୟାପକ ପୁଲିନ ଜେନା, ଡକ୍ଟର କ୍ୟାପଟେନ ଗୁରୁକିଶୋର ନାୟକ, ଗୋଲକ କୁମାର ବେହେରା, ଉର୍ବଶୀ ସ୍ୱାଇଁ, ଅନିତା ଗୌଡ଼ ଓ ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା ମାନେ କ୍ରୀଡା ପରିଚାଳନା କରିଥିଲେ। ଛାତ୍ର ଶ୍ରୀ ଓଁ ପ୍ରକାଶ ସ୍ୱାଇଁ, ଛାତ୍ରୀ କୁମାରୀ ଶ୍ରଦ୍ଧାଞ୍ଜଳି ପ୍ରଧାନ ଯୁକ୍ତ ୩ ବିଭାଗର ଚାମ୍ପିୟାନ ହୋଇଥିଲେ। ଆକାଶ ନାୟକ ଓ କୁମାରୀ ରାଲି ଜାଲି ଯୁକ୍ତ ୨ ବିଭାଗର ଚାମ୍ପିୟାନ ହୋଇଥିଲେ। ବିଜୟୀ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ପରିଶେଷରେ ଯୁକ୍ତ ଦୁଇ ବିଭାଗର ଅଧ୍ୟକ୍ଷା ଅର୍ଚ୍ଚନା ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ବାର୍ଷିକ କ୍ରୀଡା ଉତ୍ସବ ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.