Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା
ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ମହାବିଦ୍ୟାଳୟ ପକ୍ଷରୁ ଅଧ୍ୟକ୍ଷ ଡଃ ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ବରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା। ସଭା ପ୍ରାରମ୍ଭରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ବୃନ୍ଦ ଓ କର୍ମଚାରୀ ଗଣ ତାଙ୍କ ଅମର ଆତ୍ମାର ସଦଗତି କାମନା ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ। ଏହାପରେ ମହାବିଦ୍ୟାଳୟକୁ ଶିକ୍ଷା ଓ ଅନ୍ୟାନ୍ୟ କ୍ଷେତ୍ରରେ ଉନ୍ନତି କରିବାରେ ମେଜର ବି.କେ ନରେନ୍ଦ୍ରଙ୍କ ଅନବଦ୍ୟ ଅବଦାନ ରହିଥିଲା ଏବଂ ତାଙ୍କର ଦାୟିତ୍ବବୋଧତା, ସମୟାନୁବର୍ତ୍ତିତା, କର୍ତ୍ତବ୍ୟନିଷ୍ଠ ଫଳରେ ସେ ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ମାନଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିଥିଲେ।

ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଶ୍ରୀଚନ୍ଦନ‌, ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ଃ କୈଳାସ ଚନ୍ଦ୍ର ମହାରଣା, ପ୍ରତିଷ୍ଠାନ‌ ଅଧିକାରୀ ସୁଧାକର ନାୟକ ପ୍ରମୁଖ ମେଜର ବି.କେ. ନରେନ୍ଦ୍ରଙ୍କ ଅବର୍ତ୍ତମାନରେ ତାଙ୍କ କର୍ମମୟ ଜୀବନ ସମ୍ପର୍କରେ ମତବ୍ୟକ୍ତ କରି ସ୍ମୃତିଚ଼ାରଣ କରିଥିଲେ।

ବାଲୁଗାଁ ବାଲୁଗାଁ ମହାବିଦ୍ୟାଳୟ ମେଜର ବି.କେ. ନରେନ୍ଦ୍ର ସ୍ମୃତି ଚ଼ାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ବାଲୁଗାଁ ମହାବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଉତ୍ସବ

September 2, 2026

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026
Latest News

ପାଠ୍ୟପୁସ୍ତକ ସୀମାରୁ ବାହାରି ପିଲାଙ୍କ ଜୀବନ ସହ ଯୋଡ଼ି ହୁଅନ୍ତୁ ଶିକ୍ଷକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 5, 2026

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.