Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ
ଆଞ୍ଚଳିକ

ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ

December 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ
ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ

ରଣପୁର: ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ବିଲଗାଡ଼ିଆ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସମାଜସେବୀ କିଶୋର ପଟ୍ଟନାୟକ ଉଦଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଶିକ୍ଷକ ନୃସିଂହ ଚରଣ ଚୌଧୁରୀ, ସମ୍ମାନିତ ଶିକ୍ଷକ ଆନନ୍ଦ ଚନ୍ଦ୍ର ପ୍ରଧାନ ଓ ନାଏବ ସରପଞ୍ଚ ଲିଲି ଦଳବେହେରା ପ୍ରମ୍ମୁଖ ଉପସ୍ଥିତ ଥିଲେ।

ସ୍କୁଲର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ା ପ୍ରତିଯୋଗିତା ସରିବାପରେ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ବିଭିର୍ଣ୍ଣ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି କାର୍ଯ୍ୟକ୍ରମର ଉଦଯାପନୀ ପର୍ବରେ ମୁଖ୍ୟ ଅତିଥିଭାବେ ବ୍ଲକ ସହକାରୀ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ,ସ୍କୁଲ ଏସଏମସି ପ୍ରେସିଡେଣ୍ଟ ବଳଭଦ୍ର ପ୍ରଧାନ, ସୁଧାକର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ପରିଶେଷରେ ଅତିଥିଙ୍କ ଦ୍ୱାରା କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ବାର୍ଷିକ ଉତ୍ସବ ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.