Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୪୩ ବର୍ଷ ପରେ ପୁନର୍ମିଳନ: ରଣପୁର ମହାବିଦ୍ୟାଳୟ ୧୯୯୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା
ଆଞ୍ଚଳିକ

୪୩ ବର୍ଷ ପରେ ପୁନର୍ମିଳନ: ରଣପୁର ମହାବିଦ୍ୟାଳୟ ୧୯୯୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା

December 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
୪୩ ବର୍ଷ ପରେ ପୁନର୍ମିଳନ: ରଣପୁର ମହାବିଦ୍ୟାଳୟ ୧୯୯୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା
୪୩ ବର୍ଷ ପରେ ପୁନର୍ମିଳନ: ରଣପୁର ମହାବିଦ୍ୟାଳୟ ୧୯୯୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା

ରଣପୁର: ରଣପୁର ମହାବିଦ୍ୟାଳୟର ୧୯୯୨ ମସିହା ବ୍ୟାଚର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସ୍ନେହମୟ ବନ୍ଧୁମିଳନ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ୪୩ ବର୍ଷର ବ୍ୟବଧାନ ପରେ ଆୟୋଜିତ ଏହି ମିଳନ ଉତ୍ସବ ଶିକ୍ଷା, ସ୍ମୃତି ଓ ଗୁରୁଭକ୍ତିର ଅମୂଲ୍ୟ ଦୃଶ୍ୟ ସୃଷ୍ଟି କରିଥିଲା।

ଏହି ଅବସରରେ ତତ୍କାଳୀନ ଅଧ୍ୟାପକମାନଙ୍କୁ ସମ୍ମାନ ଓ କୃତଜ୍ଞତାର ପ୍ରତୀକ ସ୍ୱରୂପ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମଟି ମନୋଜ ବିଶ୍ୱାଳ, ଭଗବାନ ପରିଡା ଓ ବିଳାସିନୀ ବାହିନୀପତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସୁଚାରୁ ଭାବେ ସମ୍ପନ୍ନ ହୋଇଥିଲା।

ପ୍ରାୟ ୪୦ ଜଣ ପୁରାତନ ଛାତ୍ରଛାତ୍ରୀ ଏହି ଉତ୍ସବରେ ଯୋଗ ଦେଇ ପୁରୁଣା ଦିନର ସ୍ମୃତି, କଲେଜ ଜୀବନର ଅନୁଭୂତି ଓ ଗୁରୁ–ଶିଷ୍ୟ ସମ୍ପର୍କର ମାଧୁର୍ୟକୁ ସ୍ମରଣ କରି ସ୍ମୃତି ରୋମନ୍ଥନ କରିଥିଲେ। ଆନନ୍ଦ, ଆତ୍ମୀୟତା ଓ ସମ୍ମାନର ଆବେଶରେ ଭରିଥିବା ଏହି ବନ୍ଧୁମିଳନ ସଭା ସମସ୍ତଙ୍କ ମନରେ ଆନନ୍ଦ ଭରି ଦେଇଥିଲା।

ଗୁରୁ ସମ୍ବର୍ଦ୍ଧନା ସଭା ବନ୍ଧୁମିଳନ ରଣପୁର ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.