Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ

January 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ
ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ

ବାଣପୁର: ଆଜି ଦିବା ୧୧ ଘଟିକା ସମୟରେ ୭ ନମ୍ବର କକ୍ଷରେ ଅଧ୍ୟକ୍ଷ ଡକ୍ତର ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମା ଙ୍କ ସଭାପତିତ୍ୱ ଏବଂ ପ୍ରଶାସନିକ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତାଙ୍କ ସଂଯୋଜନାରେ ଏକ ପରିବେଶ ସୁରକ୍ଷା ଓ ଥରେ ମାତ୍ର ବ୍ୟବହାର ହୋଇପାରୁଥିବା ପ୍ଲାଷ୍ଟିକ ମୁକ୍ତ ଓ ଧାରଣୀୟ କ୍ୟାମ୍ପସ ନିମନ୍ତେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଅଧ୍ୟକ୍ଷ, ପ୍ରଶାସନିକ ଅଧିକାରୀ, +୨ ଅଧ୍ୟକ୍ଷ ଅର୍ଚ୍ଚନା ତ୍ରିପାଠୀ ଓ ଉତ୍କଳିକା ପାଢ଼ୀ ପ୍ଲାଷ୍ଟିକ, ପଲିଥିନ ମୂକ୍ତ କ୍ୟାମ୍ପସ କରି ପରିବେଶ ସ୍ୱଚ୍ଛ ରଖିବାକୁ ଉଦବୋଧନ ଦେଇଥିଲେ।

ଧାରଣୀୟ କ୍ୟାମ୍ପସ ନିମନ୍ତେ ଏକ ଛାତ୍ର ଛାତ୍ରୀଙ୍କ ୧୮ ଜଣିଆ ଆମ୍ବାସଡର କମିଟି ଗଠନ କରାଯାଇଥିଲା। ଅନୁଷ୍ଠାନର ଅଧ୍ୟାପକ ଜୟନ୍ତ ବିହାରୀ, ଚିତ୍ରସେନ ପ୍ରଧାନ, ପଦନ କୁମାର ପ୍ରଧାନ, ଲକ୍ଷ୍ମୀପ୍ରିୟା ପଲାଇ, ଅନିତା ସାହୁ ଓ ବିଭିନ୍ନ ଉଇଙ୍ଗ ର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ଶ୍ରଦ୍ଧାଞ୍ଜଳି ଉଦଣ୍ଡରାୟ ଓ ତୁଷାର କାନ୍ତ ମଲିକ ପରିବେଶ ସୁରକ୍ଷା ବିଷୟରେ ବକ୍ତବ୍ୟ ରଖିଥିଲେ।

ଅଧ୍ୟାପକ ଡକ୍ଟର ଗୁରୁକିଶୋର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।। ସଭା ପରେ ଏକ ପଦ ଯାତ୍ରା ହାତିମୁଣ୍ଡା ପର୍ଯ୍ୟନ୍ତ ପରିବେଶ ସଚେତନତା ସ୍ଲୋଗାନ ଦେଇ ଫେରିଥିଲା। ଶେଷରେ ପିଲାମାନେ କ୍ୟାମ୍ପସରୁ ପାଲିଥିନ, ଜରୀ ଇତ୍ୟାଦି ସଫା କରିଥିଲେ। ଯୋଗଦେଇଥିବା ଛାତ୍ରଛାତ୍ରୀଙ୍କୁ ବିସ୍କୁଟ ପ୍ରଦାନ କରାଯାଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ଡକ୍ତର ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମା ପରିବେଶ ସୁରକ୍ଷା ବାଣପୁର ସଚେତନତା ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026
Latest News

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.