Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ

January 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ
ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳ ଅଧିନସ୍ଥ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ତ୍ରୟୋଦଶ ଶ୍ରେଣୀର ଛାତ୍ରୀମାନଙ୍କ ପାଇଁ ଚଳିତ ମାସ ୦୯ ତାରିଖଠାରୁ ଆରମ୍ଭ କରି ୧୯ ତାରିଖ ପର୍ଯ୍ୟନ୍ତ ଆଠଦିନ ଧରି ହେବାକୁଥିବା ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିରର ଆଜି ଉଦ୍ ଘାଟନ ଉତ୍ସବ ପାଳନ ହୋଇଅଛି୲ ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଏସ୍.ପି.ଏନ୍.ଏସ୍.ବର୍ମା ମହୋଦୟ ଛାତ୍ରୀମାନଙ୍କୁ ଓଡ଼ିଶା ସରକାର ତଥା ଉଚ୍ଚ ଶିକ୍ଷାବିଭାଗର ଏହି ଭଳି ଛାତ୍ରୀମାନଙ୍କର ସର୍ବାଙ୍ଗ ବିକାଶ ନିମିତ୍ତ ପଦକ୍ଷେପ ସ୍ବାଗତଯୋଗ୍ୟ ଓ ଫଳପ୍ରଦ ହେବ ବୋଲି ନିଜର ମତପ୍ରକାଶ କରିବା ସହ ଆତ୍ମରକ୍ଷା କୌଶଳର ଗୁରୁତ୍ୱପୂର୍ଣ୍ଣ ଦିଗ ସମ୍ପର୍କରେ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି୲

ସୂଚନାଯୋଗ୍ୟ ଯେ, ଦୀର୍ଘ ଆଠଦିନ ଧରି ଅନୁଷ୍ଠିତ ହେବାକୁଥିବା ଏହି ଆତ୍ମରକ୍ଷା କୌଶଳ ଶିବିରରେ ପ୍ରଶିକ୍ଷଣ ଦେବାର ଦାୟିତ୍ବ ମହାବିଦ୍ୟାଳୟର ପୂର୍ବତନ ଛାତ୍ରୀ ସୋନି ମୁଦୁଲି ଏବଂ ଜି.ସାବିତ୍ରୀ ଆଚାରୀ ବହନ କରୁଥିବା ବେଳେ କାର୍ଯ୍ୟକ୍ରମର ସଂଯୋଜିକା ରୂପେ ଇଂରାଜୀ ବିଭାଗର ଅଧ୍ୟାପିକା ମିକି ମନସ୍ୱିନୀ ସମସ୍ତ ଛାତ୍ରୀମାନଙ୍କୁ ଉତ୍ସାହିତ କରି କାର୍ଯ୍ୟକ୍ରମକୁ ସଫଳତା ଦିଗରେ ଆଗେଇ ନେବା ପାଇଁ ଚେଷ୍ଟା କରିଛନ୍ତି ୲

ଗୋଦାବରୀଶ ମହାବିଦ୍ୟାଳୟ ତାଲିମ୍ ଶିବିର ବାଣପୁର ମହିଳା ଆତ୍ମରକ୍ଷା କୌଶଳ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ଗୋଆରେ କଂଗ୍ରେସକୁ ଝଟକା!: ଖଡଗେଙ୍କ ବୈଠକ ପୂର୍ବରୁ ଇସ୍ତଫା ଦେଲେ ୧୦୮ ବିଏଲଏ

August 17, 2026

ନଦୀରେ ବୁଡ଼ି ଯାଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ: ମୃତ ଘୋଷଣା କଲେ ଡାକ୍ତର

August 17, 2026

ଛାତ୍ରଛାତ୍ରୀମାନଙ୍କ ନିକଟରେ ମୁଣ୍ଡ ନୁଆଁଇଲେ ଝାଡ଼ଖଣ୍ଡ ସରକାର!: ରଦ୍ଦ ହେବ ୧୪ତମ JPSC ପରୀକ୍ଷା

August 17, 2026

ହକି ବିଶ୍ଵକପ-୨୦୨୬: ଆଜି ଇଂଲଣ୍ଡ ବିରୋଧରେ ଇତିହାସ ରଚିବ ଟିମ୍ ଇଣ୍ଡିଆ

August 17, 2026

ଜଳବନ୍ଦୀ ପ୍ରବଣ ଅଞ୍ଚଳଗୁଡ଼ିକରେ ଟ୍ରେନ୍ ଚଳାଚଳ ସୁଗମ କରିବା ପାଇଁ ରେଳ ମନ୍ତ୍ରୀଙ୍କ ସମୀକ୍ଷା

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.