Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର
ଆଞ୍ଚଳିକ

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର
ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ପ୍ରଜ୍ଞା ଭବନ ଠାରେ ରାଷ୍ଟ୍ରୀୟ ଏକତା ଏବଂ ଅଖଣ୍ଡତାର ପ୍ରତୀକ ରାଷ୍ଟ୍ରୀୟ ଗାନ “ବନ୍ଦେ ମାତରମ୍” ର ୧୫୦ ତମ ପୂର୍ତ୍ତି ଅବସରରେ ଆଜି ବାଲୁଗାଁ ମହାବିଦ୍ୟାଳୟ ଠାରେ ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀବୃନ୍ଦ ଏବଂ ଛାତ୍ରଛାତ୍ରୀ ମାନେ “ବନ୍ଦେ ମାତରମ୍” ସାମୂହିକ ଗାନ କରିଛନ୍ତି।

ଏହାପରେ ବିଶ୍ବବନ୍ଦିତ ସନ୍ୟାସୀ ତଥା ଯୁବ ସମାଜର ସର୍ବକାଳୀନ ଆଦର୍ଶ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ ଅନୁଷ୍ଠିତ ଏକ ଆଲୋଚନା ଚ଼କ୍ରରେ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଲକ୍ଷ୍ମୀଧର ସୁବୁଦ୍ଧି, ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚ଼ନ୍ଦନ, ପ୍ରଶାସନିକ ଅଧିକାରୀ ଡ଼ଃ କୈଳାସ ଚନ୍ଦ୍ର ମହାରଣା, ଅଧ୍ୟାପିକା ଡ଼ଃ ମୋନାଲିସା ମାନସିଂହ, ମନସ୍ବିନୀ ପଟ୍ଟନାୟକ, ଝରଣା ନାଥ, ସ୍ନିଗ୍ଧାରାଣୀ ମୁଦୁଲି, ଅଧ୍ୟାପକ ପତିତପାବନ ପଣ୍ଡା ଆଦି ଯୋଗଦେଇ ସ୍ବାମୀ ବିବେକାନନ୍ଦଙ୍କ ଜୀବନ ଦର୍ଶନ, ଆଦର୍ଶ, ଆଧ୍ୟାତ୍ମିକ ଚେତନା ଏବଂ ଜାତୀୟ ଯୁବ ଦିବସର ମହତ୍ତ୍ବ ‌ବିଷୟରେ ବିସ୍ତୃତ ଭାବେ କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟର ଛାତ୍ରୀ ସୋନାଲି ବିଶ୍ବାସ ସ୍ବାମୀ ବିବେକାନନ୍ଦଙ୍କ ଧ୍ୟାନ ଯୋଗ ଓ ବ୍ୟବହାରିକ ଯୋଗ, ସରସ୍ଵତୀ ଘଟ‌ୱାଲି ସ୍ବାମୀଜିଙ୍କ ସାର୍ବଜନୀନ ଧର୍ମ ଓ ବିଶ୍ବ ଭାତୃତ୍ବ ଭାବ,ପ୍ରଜ୍ଞା ଗଜେନ୍ଦ୍ର ସ୍ବାମୀ ବିବେକାନନ୍ଦ ଓ ସମାଜସେବା ଓ ଯସ୍ମିନ୍ ବେଗମ ଯୁବକ ଓ ସାମ୍ପ୍ରତିକ ସମାଜ ବିଷୟରେ ବକ୍ତୃତା ପ୍ରଦାନ କରିଥିଲେ।

ଜାତୀୟ ଯୁବ ଦିବସ ବାଲୁଗାଁ ସ୍ବାମୀ ବିବେକାନନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

ଭୁବନେଶ୍ୱରରେ ୬୯ତମ SGFI ରଗବୀ ଚାମ୍ପିଅନସିପ୍ ରେ ୧୪ ବର୍ଷରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ

April 10, 2026

ବ୍ୟାପକ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ୟୁଏଇ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ

April 10, 2026

ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ୧୦ଟି ଜିଲ୍ଲାକୁ ‘ଗ୍ରାମୋଦୟ’ କାର୍ଯ୍ୟକ୍ରମକୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

April 10, 2026

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.