Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

January 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 
ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳ ଅଧିନସ୍ଥ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ତ୍ରୟୋଦଶ ଶ୍ରେଣୀର ଛାତ୍ରୀମାନଙ୍କ ପାଇଁ ଚଳିତ ମାସ ୦୯ ତାରିଖଠାରୁ ୧୯ ତାରିଖ ପର୍ଯ୍ଯନ୍ତ ଆଠଦିନ ଧରି ଚାଲିଥିବା ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ କାର୍ଯ୍ୟକ୍ରମର ଆଜି ଉଦ୍ ଯାପନ ଉତ୍ସବ ପାଳନ ହୋଇଅଛି୲ ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଡ.ଏସ୍.ପି.ଏନ୍.ଏସ୍.ବର୍ମା ମହୋଦୟ ଛାତ୍ରୀମାନଙ୍କୁ ଓଡ଼ିଶା ସରକାର ତଥା ଉଚ୍ଚ ଶିକ୍ଷାବିଭାଗର ଏହି ଭଳି ଛାତ୍ରୀମାନଙ୍କର ସର୍ବାଙ୍ଗ ବିକାଶ ନିମିତ୍ତ ପଦକ୍ଷେପ ସ୍ବାଗତଯୋଗ୍ୟ ଓ ଫଳପ୍ରଦ ବୋଲି ନିଜର ମତପ୍ରକାଶ କରିବା ସହ ଆତ୍ମରକ୍ଷା ଗୁରୁତ୍ୱପୂର୍ଣ୍ଣ ଦିଗ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି୲

ସୂଚନାଯୋଗ୍ୟ ଯେ, ଦୀର୍ଘ ଆଠଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଦେବାର ଦାୟିତ୍ବ ବହନ କରିଥିଲେ ମହାବିଦ୍ୟାଳୟର ପୂର୍ବତନ ଛାତ୍ରୀ ସୋନି ମୁଦୁଲି ଏବଂ ଜି.ସାବିତ୍ରୀ ଆଚାରୀ। ଏତଦବ୍ୟତୀତ କାର୍ଯ୍ୟକ୍ରମର ସଂଯୋଜିକା ରୂପେ କାର୍ଯ୍ୟ କରିଥିବା ଇଂରାଜୀ ବିଭାଗର ଅଧ୍ୟାପିକା ମିକି ମନସ୍ୱିନୀ ସମସ୍ତ ଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରାଇଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ତାଲିମ୍ ଶିବିର ବାଣପୁର ମହିଳା ଆତ୍ମରକ୍ଷା କୌଶଳ
Share. Facebook Twitter LinkedIn Email WhatsApp Copy Link

Related Posts

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026
Latest News

ଟି-୨୦ ବିଶ୍ୱକପ୍ ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ଝଟକା: ବିସିବିକୁ ଚେତାବନୀ ଦେଲା ଆଇସିସି

January 19, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

January 19, 2026

ବିକଶିତ ଭାରତ ଜୀ ରାମ ଜୀକୁ ନେଇ କଂଗ୍ରେସ ମିଛ ପ୍ରଚାର କରୁଛି: କେନ୍ଦ୍ର କୃଷି ମନ୍ତ୍ରୀ

January 19, 2026

ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ: ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ

January 19, 2026

ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ

January 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.