Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ
ଆଞ୍ଚଳିକ

ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ "ନିଜକୁ ନାୟିକା ମନେକରି" ର ଲୋକାର୍ପଣ
ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ "ନିଜକୁ ନାୟିକା ମନେକରି" ର ଲୋକାର୍ପଣ

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ରଚିତ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି ” ଲୋକାର୍ପିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୁସ୍ତକ ଉନ୍ମୋଚନ ସମାରୋହରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରାଧ୍ୟାପକ କବି ଡ଼ଃ ଦୀପେନ କୁମାର ପଟ୍ଟନାୟକ, ପୁସ୍ତକ ସମୀକ୍ଷକ ଭାବେ ଅବସର ପ୍ରାପ୍ତ ଓଡିଆ ଅଧ୍ୟାପିକା ପୁଷ୍ପାଞ୍ଜଳି ସାମନ୍ତରାୟ, ମୁଖ୍ୟ ବକ୍ତା ଭାବେ କବି ବିପିନ ମହାନନ୍ଦ, ସମ୍ମାନୀତ ଅତିଥି ଭାବେ +୨ ଅନୁଷ୍ଠାନ ର ଅଧ୍ୟକ୍ଷ ହେମାନନ୍ଦ ପ୍ରଧାନ ଓ କବି କୁଳମଣି ମେହେର ଯୋଗ ଦେବା ସହିତ ପୁସ୍ତକ ଉନ୍ମୋଚନ କରିଥିଲେ।

ଲେଖକର ଦୃଷ୍ଟିଭଙ୍ଗୀ, ପୁସ୍ତକ ସାରାଂଶ, ପାଠକ ମାନଙ୍କ ନିକଟରେ ନିଜ ଭାବନା ପହଞ୍ଚାଇବାର ପ୍ରୟାସ, ଚମତ୍କାରିତା ଦିଗ, ଶବ୍ଦ ବିନ୍ୟାସ ଓ ପୁସ୍ତକ ର ଗୁରୁତ୍ୱ ସମ୍ପର୍କ ରେ ଅତିଥିମାନେ ବକ୍ତବ୍ୟ ଦେଇଥିଲେ। ଗୀତାଞ୍ଜଳି ମିର୍ଦ୍ଧା ପ୍ରାରମ୍ଭିକ ସୂଚନା ଓ ରଚନା ମାଝୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ଡ଼ଃ ପୁଷ୍ପାଞ୍ଜଳି ନିଜକୁ ଜୀବନ୍ତ କବିତା ଓ ଗଳ୍ପ ମନେକରି ନିଜ ର ପୁସ୍ତକ ର ପୃଷ୍ଟଭୁମି ବିଷୟ ରେ ଆଲୋଚନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

ଗଳ୍ପ ସଙ୍କଳନ ଡ଼ଃ ଆର୍ ପୁଷ୍ପାଞ୍ଜଳି ନିଜକୁ ନାୟିକା ମନେକରି ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

July 4, 2026

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ?: ଯୋଜନା ପ୍ରସ୍ତୁତ କରିଛି ଘରୋଇ ଦଳ

July 4, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ବଙ୍ଗଳା ଟିଏମସି ମୁଖ୍ୟ

July 4, 2026

ଟେଲିଗ୍ରାମର ବଢ଼ିଲା ସମସ୍ୟା: ୧୫ ଦିନ ପାଇଁ ଅଲଟିମେଟମ୍ ଦେଲେ ସରକାର

July 4, 2026

PM Modi in Rajasthan: ଯୋଧପୁର ବିମାନବନ୍ଦରର ନୂଆ ଟର୍ମିନାଲକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 4, 2026

ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ: ୩୦ ପାକିସ୍ତାନୀ ଯବାନ ନିହତ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.