Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ଆଞ୍ଚଳିକ

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

January 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ଵର: ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଆମକୁ ସୁରକ୍ଷା ପ୍ରଦାନ କରୁଥିବା ଦେଶପ୍ରତି ଆମର ଭକ୍ତି, ସେବା, ଆନୁଗତ୍ୟ ପ୍ରଦର୍ଶନ କରିବା ଆମର ନୈତିକ କର୍ତ୍ତବ୍ୟ ବୋଲି ନିଜର ଅଭିଭାଷଣରେ କହିଥିଲେ।

ଏହି ଅବସରରେ ବିଦ୍ୟାଳୟର ଚାରୋଟି ସଦନ ଭକ୍ତି, ସ୍ତୁତି, ଶ୍ଳୋକ ଓ ମନ୍ତ୍ର ତଥା ରେଡ୍.କ୍ରସ୍, ଏନ୍.ସି.ସି. (ଏୟାର, ଆର୍ମି, ନାଭାଲ), କବ୍, ବୁଲ୍.ବୁଲ୍, ସ୍କାଉଟ୍ ଆଣ୍ଡ ଗାଇଡ୍ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ପ୍ୟାରେଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ମନ୍ତ୍ର ସଦନର ବିଦ୍ୟାର୍ଥୀ ଚମ୍ପିୟାନ୍ ହୋଇଥିବା ବେଳେ ଭକ୍ତି ସଦନର ବିଦ୍ୟାର୍ଥୀ ରନର୍ସ ଅପ୍ ହୋଇଥିଲେ। ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସାମୂହିକ ସଂଗୀତ ଏବଂ ଚିତ୍ତାକର୍ଷକ ନୃତ୍ୟ ପରିବେଷିତ ହୋଇଥିଲା। ଜାତୀୟତାବୋଧ ଭାବଗମ୍ଭୀର ପରିବେଶ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

ଡିଏଭି ଶିକ୍ଷାନୁଷ୍ଠାନ ଜୋନ୍ ଏଫ୍ ର ସହ ଆଞ୍ଚଳିକ ଅଧିକାରୀ ତଥା ଡିଏଭି ପୋଖରୀପୁଟର ଅଧ୍ୟକ୍ଷ ବିପିନ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।

ଡିଏଭି ପୋଖରୀପୁଟ ଭୁବନେଶ୍ଵର ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Latest News

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.