Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ
ଆଞ୍ଚଳିକ

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ
ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କାର୍ଯ୍ୟାଳୟ ପରିସରରେ ସମ୍ବଲପୁର ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ବ୍ଲକ ଅଧ୍ୟକ୍ଷା ସ୍ୱରୂପା ରାଣୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି।
ଏହି ଜନ ଶୁଣାଣୀରେ ମୁଟୁରୁମୁଣ୍ଡା ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ସମସ୍ୟା, ସାଲେଭଟା ଗ୍ରାମରେ ପାନୀୟଜଳ ଓ ବିଦ୍ୟୁତ ସମସ୍ୟା, କୁଡାନାଲି ସ୍କୁଲ ରେ ରେ ଜଗୁଆଳି ଓ ସୁଇପର ନିଯୁକ୍ତିରେ ଅନିୟମିତତା, ଖଣ୍ଡିବାହାଲ ବିଦ୍ୟାଳୟର ଖେଳପଡିଆ ୩ କିମି ଦୂରରେ ଥିବାରୁ ଛାତ୍ର ଛାତ୍ରୀ ମାନେ ଖେଳିଯିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା, ହିନ୍ତରାଇ ପୀଡବ୍ଲୁଡି ରାସ୍ତା ଖରାପ ହୋଇଯାଇଥିବା ସମ୍ପର୍କରେ ଜିଲ୍ଲପାଳ ଙ୍କ ଠାରେ ଅଭିଯୋଗ ହୋଇଥିଲା।

ସମୁଦାୟ ୫୫ଟି ଅଭିଯୋଗ ଆସିଥିବାବେଳ ସେଥି ମଧ୍ୟରୁ ୨୧ ଟି ସାମୁହିକ ଓ ୩୪ ଟି ବ୍ୟକ୍ତି ଗତ ଅଭିଯୋଗ ଆସି ଥିଲା ଏଥିରେ ସମ୍ବଲପୁର ପିଡି ପ୍ରସନ୍ନ ପାତ୍ର, ନାକଟିଦେଉଳ ବିଡ଼ିଓ ଆକାଶ ସାହୁ, ଏସ ଡି ପିଓ ପ୍ରଶାନ୍ତ ସାମଲ, ଉପାଧ୍ୟକ୍ଷ ଜିତେନ୍ଦ୍ର ପ୍ରଧାନ ପ୍ରମୁଖ ଅତିଥିଭାବରେ ଯୋଗ ଦେଇଥିଲେ।

ରେଢ଼ାଖୋଲ ଓ ନାକଟିଦେଉଳ ବ୍ଲକର ବହୁ ବ୍ୟକ୍ତି ଅଭିଯୋଗ ଶୁଣାଣୀକୁ ଆସି ଅଭିଯୋଗ କରିଥିଲେ।

ନାକଟିଦେଉଳ ବ୍ଲକ ଯୁଗ୍ମ ଅଭିଯୋଗ ଶୁଣାଣୀ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.