Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ
ଆଞ୍ଚଳିକ

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ
ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ମୁଟୁରୁମୁଣ୍ଡା ସେବା ଶ୍ରମ ବିଦ୍ୟାଳୟ ରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଣବ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ପାଳିତ ହୋଇଥିଲା। ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ସାହିତ୍ୟିକ କନ୍ଦର୍ପ ବେହେରା, ଜିତେନ୍ଦ୍ର ସାହୁ, ଶିକ୍ଷୟିତ୍ରୀ ସୋନାଲି ପ୍ରଧାନ ପ୍ରମୁଖ ଯୋଗଦେଇ ରାଜ୍ୟର ମାତୃଭାଷା ଯେତେ ଅଧିକ ସମୃଦ୍ଧ ଓ ଶକ୍ତିଶାଳୀ ସେ ଦେଶ ଅଧିକ ଉନ୍ନତ ବୋଲି ପ୍ରକାଶ କରିଥିଲେ।

ମାତୃଭାଷା ଦିବସ ଉପଲକ୍ଷେ ବିଦ୍ୟାଳୟ ସ୍ତରୀୟ ବକୃତା, ଗଳ୍ପ, କବିତା, ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ବିଜୟୀ ହୋଇଥିବା ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପ୍ରମାଣପତ୍ର ଓ ସିଲ ଦେଇ ପୁରସ୍କୃତ କରିଥିଲେ। ଏଇ ଅବସରରେ ବିଦ୍ୟାଳୟ ରେ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ କାକରା ପିଠା ବଣ୍ଟନ କରାଯାଇଥିଲା।

ଆନ୍ତର୍ଜାତୀୟ ମାତୃଭାଷା ଦିବସ ନାକଟିଦେଉଳ ବ୍ଲକ ମାତୃଭାଷା ଦିବସ ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

ମମତା ବାନାର୍ଜୀଙ୍କ ଦଳରେ ବଡ଼ ବିଭାଜନ: ରିତବ୍ରତ ବାନାର୍ଜୀଙ୍କୁ ବିରୋଧୀ ଦଳ ନେତା ଭାବରେ ସ୍ୱୀକୃତି

June 3, 2026

୬୧ ବର୍ଷ ବୟସରେ ତୃତୀୟ ଥର ପାଇଁ ବିବାହ କରିବେ ଆମିର ଖାନ: ଜାଣନ୍ତୁ କେବେ ଆଉ କାହାକୁ?

June 3, 2026

ନ୍ୟୁଜିଲାଣ୍ଡ ଗସ୍ତରେ ତିନୋଟି ଫର୍ମାଟ୍ ଖେଳିବ ଟିମ୍ ଇଣ୍ଡିଆ: କାର୍ଯ୍ୟସୂଚୀ ଚୂଡ଼ାନ୍ତ କଲା BCCI 

June 3, 2026

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.