Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି
ଆଞ୍ଚଳିକ

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗାଲୁଆ ଗ୍ରାମ ପଂଚାୟତରେ 'ପଲ୍ଲୀରେ ପ୍ରଶାସନ' ଜନଶୁଣାଣି
ଗାଲୁଆ ଗ୍ରାମ ପଂଚାୟତରେ 'ପଲ୍ଲୀରେ ପ୍ରଶାସନ' ଜନଶୁଣାଣି

ଖୋର୍ଦ୍ଧା/ବାଣପୁର: ଆଜି ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ମିଳିତ ଆନୁକୁଲ୍ୟରେ ବାଣପୁର ବ୍ଲକ୍ ଅନ୍ତର୍ଗତ ଗାଲୁଆ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ପଲ୍ଲୀରେ ଜିଲ୍ଲା ପ୍ରଶାସନ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଜନ ଶୁଣାଣି ଶିବିର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଜ୍ୟୋତିଶଙ୍କର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ପରିଷଦ ଉପ ସଭାପତି ଗୋପୀନାଥ ମହାରଣା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନାଦି ଚରଣ ସେଠୀ, ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ବାଣପୁର ପଂଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ,ବ୍ଲକ୍ ଉନ୍ନୟନ ଅଧିକାରୀ, ବାଣପୁର, ତହସିଲଦାର, ବାଣପୂର,ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଯୋଗଦେଇଥିଲେ।

ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୫୨ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୩୯ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୩ ଗୋଟି ଅଭିଯୋଗ ଆସିଥିଲା। ଶିବିରରେ ତତ୍କାଳ ୦୪ ଗୋଟି ଅଭିଯୋଗ ର ସମାଧାନ କରାଜାଇଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଶିକ୍ଷା, ସ୍ଵାସ୍ଥ୍ୟ, ଗମନାଗମନ, କୃଷି,ଏବଂ ବିଭିନ୍ନ ଅତ୍ୟାବଶ୍ୟକ ସେବା ଅଧିକାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀମାନେ ଯୋଗ ଦେଇଥିଲେ।

'ପଲ୍ଲୀରେ ପ୍ରଶାସନ' ଜନଶୁଣାଣି ଗାଲୁଆ ଗ୍ରାମ ପଂଚାୟତ ଜିଲ୍ଲାପ୍ରଶାସନ ପୋଲିସ ପ୍ରଶାସନ ବାଣପୁର ବ୍ଲକ୍
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.