Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ
ଆଞ୍ଚଳିକ

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ
ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

ରଣପୁର: ରଣପୁର ବ୍ଲକ ପରିସରମଧ୍ୟରେ ଆଜି ଦଶଟାବେଳେ ନୟାଗଡ ଜିଲ୍ଲାପାଳ ମଧୁମିତା ରଥ ଙ୍କ ଅଧକ୍ଷତାରେ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ସିଡିଓ ଲଗ୍ନଜିତ ରାଉତ, ବ୍ଲକ ଅଧକ୍ଷା ନିର୍ମଳା ବେହେରା, ତହସିଲଦାର ଡ଼ଃ ଆର୍ଯ୍ୟକୁମାର ସର୍ବଦମନ, ବିଡ଼ିଓ ମନୋଜ ନାୟକଙ୍କ ସହ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ।

ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୧୫୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରେ ବ୍ୟକ୍ତିଗତ ଭାବେ ୧୫୦ଟି, ଗ୍ରାମୀଣ ସମସ୍ୟା ଦୁଇଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରେ ତିନୋଟି, ରେଡକ୍ରସ ଏକଟି ଅଭିଯୋଗ ପଞ୍ଜିକୃତ ହୋଇଥିବାବେଳେ ସେଥିମଧ୍ୟରୁ ୪୯ଟି ଅଭିଯୋଗର ତତ୍କାଳ ଶୁଣାଣି କରାଯାଇ ଫଇସଲା କରାଯାଇଥିବା ଜଣାଯାଇଛି। ଜିଲ୍ଲାପାଳଙ୍କ ରଣପୁର ବ୍ଲକ ରେ ଏହା ପ୍ରଥମ ଜନଶୁଣାଣୀ ହୋଇଥିବା ହେତୁ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଥଲା।

ଜିଲ୍ଲାପାଳଙ୍କ ଜନଶୁଣାଣୀ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.