Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”
ଆଞ୍ଚଳିକ

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”
ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ” ଖୁବ୍ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ପାଳନ କରାଯାଇଛି। ଏହି ଦିବସର ଗୁଣାତ୍ମକମାନ ବୃଦ୍ଧି ନିମନ୍ତେ ଅନେକ ବିଜ୍ଞାନମନସ୍କ ଛାତ୍ରଛାତ୍ରୀମାନେ ବିଜ୍ଞାନ ସମ୍ବନ୍ଧୀୟ ପ୍ରବନ୍ଧ, ବକୃତା, ପ୍ରକଳ୍ପ, ପ୍ରୟୋଗ ଓ ପ୍ରଦର୍ଶନୀରେ ଅଂଶ ଗ୍ରହଣ କରି ନିଜର ଅନ୍ତର୍ନିହିତ ବିଜ୍ଞାନିକ ମନୋବୃତ୍ତିକୁ ପରିପ୍ରକାଶ କରିଥିଲେ।

ଆଜି ଶିଶୁ ମାନଙ୍କ ମାର୍ଗଦର୍ଶନ ପାଇଁ ଉପସ୍ଥିତ ଥିଲେ କଲିକତାର ସାହା ଇନଷ୍ଟିଚ୍ୟୁଟ ଅଫ ନିଉକ୍ଲିୟର ଫିଜିକ୍ସର ପ୍ରଫେସର ପଦ୍ମଜା ପ୍ରସାଦ ମିଶ୍ର ବିଜ୍ଞାନ ସମ୍ବନ୍ଧୀୟ ମହତ୍ୱବାଣୀ ସମସ୍ତ ଶିଶୁ ମାନଙ୍କ ମନରେ ପ୍ରଭାବ ପକାଇ ଜିଜ୍ଞାଂଶୁ ମନୋବୃତ୍ତିର ବୀଜବପନ କରିଥିଲେ। କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଅନୁଷ୍ଠାନର ସମସ୍ତ ସେବବ୍ରତୀ ଓ ଛାତ୍ରଛାତ୍ରୀ ମାନଙ୍କର ପୂର୍ଣ୍ଣ ସହଯୋଗରେ କାର୍ଯ୍ୟକ୍ରମର ସଫଳ ରୂପାୟନ କରାଯାଇଥିଲା।

ଜାତୀୟ ବିଜ୍ଞାନ ଦିବସ ବାଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026
Latest News

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ବାତିଲ ହେଲା ଟ୍ରେନ

June 17, 2026

ଓଡ଼ିଶାର ଶିକ୍ଷା ବ୍ୟବସ୍ଥାକୁ ଧ୍ୱଂସ ମୁହାଁକୁ ଠେଲି ଦେଇଛି ଡବଲ ଇଞ୍ଜିନ୍ ସରକାର: ସି.ପି.ଆଇ.(ଏମ୍)

June 17, 2026

ମମତା ବାନାର୍ଜୀଙ୍କୁ ବଡ଼ ସୁଯୋଗ ଦେଲେ ବାଚସ୍ପତି!: ଏବେ ବିଭାଜନରୁ ବଞ୍ଚିପାରିବ କି ଟିଏମସି?

June 17, 2026

ଆଫଗାନିସ୍ତାନକୁ ପରାସ୍ତ କରି ୧୦୧ ରନ୍ ରେ ଜିତିଲା ଭାରତ

June 17, 2026

ଆଫଗାନିସ୍ତାନ ବିପକ୍ଷରେ ଇତିହାସ ରଚିଲେ ଇଶାନ କିଶାନ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.