Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ
ଆଞ୍ଚଳିକ

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୃଥ୍ବୀରାଜ ହରିଚନ୍ଦନ
ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ' ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

ଚିଲିକା: ଆଜି ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ କଲ୍ୟାଣ ମଣ୍ଡପ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ମଣ୍ଡଳ ସଭାପତି ଦିପ୍ତିରଞ୍ଜନ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ବର୍ଗକୁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ର ପୂର୍ବତନ ବିଧାୟକ ଡ଼ାଃ ବିଭୂତି ଭୂଷଣ ହରିଚ଼ନ୍ଦନ ଉଦଘାଟନୀ‌ କରିବା ସହ ନିଜର ଅଭିଭାଷଣ ରଖିଥିଲେ।

ଏହି କାର୍ଯ୍ୟକ୍ରମରେ ଚ଼ିଲିକା ବିଧାୟକ ତଥା ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସଫଳତା ଓ ସେଥିରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଭୂମିକା ଉପରେ ନିଜର ଅଭିଭାଷଣ ରଖିଥିବା ସ୍ଥଳେ, ରାଜ୍ୟ ଭାଜପା ପ୍ରବକ୍ତା ସୁଦୀପ୍ତ ରାୟ ବୁଥ୍ ମ୍ୟାନେଜମେଣ୍ଟ, ଲ୍ଲା ପ୍ରଭାରୀ ପବିତ୍ର ମୋହନ ଦାସ ସଂଗଠନର କାର୍ଯ୍ୟ ପଦ୍ଧତି , ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ ଭାରତୀୟ ଜନତା ପାର୍ଟିର ଇତିହାସ ଓ କ୍ରମବିକାଶ, ଜିଲ୍ଲା ଉପସଭାପତି ରୋଜିନାରାଣୀ ଦାଶ ସଂଗଠନର ବୈଚ଼ାରିକ ଅଧିଷ୍ଠାନ ସମ୍ପର୍କରେ କାର୍ଯ୍ୟକର୍ତ୍ତା ମାନଙ୍କୁ ପ୍ରଶିକ୍ଷିତ କରିଥିଲେ‌।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା ଡ଼ଃ ସୁରେନ୍ଦ୍ର ନାଥ ଦାସ,ସିଦ୍ଧେଶ୍ବରୀ ମଣ୍ଡଳ ଭାଜପା ପ୍ରଭାରୀ ବିଜୟ ବିଶ୍ବାଳ, ଗମ୍ଭାରୀମୁଣ୍ଡା ପଞ୍ଚାୟତର ସମିତିସଭ୍ୟା ଅନିତା ପ୍ରଧାନ, ମଣ୍ଡଳ ସାଧାରଣ ସମ୍ପାଦକ ତପନ ପ୍ରଧାନ, ସ୍ମୃତି ରଞ୍ଜନ ମାନସିଂହଙ୍କ ସମେତ ମଣ୍ଡଳର ସମସ୍ତ ପଦାଧିକାରୀ ଓ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

ଗମ୍ଭାରୀମୁଣ୍ଡା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ସିଦ୍ଧେଶ୍ୱରୀ ମଣ୍ଡଳ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ୧୯୯୯ ବ୍ୟାଚ୍‌ର ବନ୍ଧୁମିଳନ ଉତ୍ସବ ସମ୍ପନ୍ନ

October 20, 2026

ବାଣପୁର ମାଁ ଭଗବତୀଙ୍କ ପୀଠରେ ‘ଜୟ ମାଁ ଭଗବତୀ’ ଗୀତ ରିଲିଜ

October 20, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026
Latest News

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

Jio IPO Opening Day: ପ୍ରଥମ ଦିନ ସନ୍ଧ୍ୟା ସୁଦ୍ଧା ମୋଟ ସବସ୍କ୍ରିପସନ ୩ ଗୁଣ, ଜିଓ ଆଇପିଓର ଧମାକାଦାର ଆରମ୍ଭ

October 21, 2026

SBI ପରେ HDFC ବ୍ୟାଙ୍କର ଗୁପ୍ତ ସୂଚନା ଲିକ୍ ଅଭିଯୋଗ! ଦୁଇ ବରିଷ୍ଠ ଅଧିକାରୀଙ୍କ ଭୂମିକା ନେଇ ତଦନ୍ତ

October 21, 2026

ରକ୍ତର ସମ୍ପର୍କରେ ରକ୍ତଛିଟା! ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କଲା କକା

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.