Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର
ଆଞ୍ଚଳିକ

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର
ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

ବାଣପୁର: ଗୋଦାବାରୀଶ ମହାବିଦ୍ୟାଳୟର ପଠନ ସଭାଗୃହରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ କରାଯାଇ ୩୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡ଼ଃ ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମାଏହି ଶିବିର ଉଦଘାଟନ କରିଥିଲେ। ପ୍ରଶାସନିକ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତା, ରେଡ଼କ୍ରସ କାଉନସିଲର ଡ଼ଃ ସତ୍ୟାନନ୍ଦ ମହାରଣା, ଅନିତା ସାହୁ, ଏନ ସି ସି ଅଫିସର କ୍ୟାପଟେନ ଡ଼ଃ ଗୁରୁକିଶୋର ନାୟକ ଏନ ସ ସ ଅଫିସର ଡ଼ଃ ଲକ୍ଷ୍ମୀପ୍ରିୟା ପଲାଇ, ଜୟନ୍ତ ବିହାରୀ, ରେଞ୍ଜର ଲିଡର ଉତ୍କଳିକା ପାଢ଼ୀ ଓ଼ ସମ୍ବାଦିକ ସେକ ମୈନୁଲ ହକ ଏହି ଶିବିରକୁ ପରିଚାଳନା କରିଥିଲେ।

ଏହି ଶିବିରରେ ଛାତ୍ରଛାତ୍ରୀ ଓ ସ୍ଵେଚ୍ଛାସେବୀ ମାନଙ୍କୁ ରକ୍ତ ଦାନ କରିବା ଦ୍ୱାରା ସମାଜ କିପରି ଉପକୃତ ହୁଏ ସେ ବିଷୟରେ ଅନୁପ୍ରାଣିତ କରାଯାଇଥିଲା। ଏହି ଶିବିରରେ ଅଧ୍ୟକ୍ଷ ଡ଼ଃ ବର୍ମା, ଅଧ୍ୟାପକ ସପିନ କୁମାର ପୃଷ୍ଟି, ଅଧ୍ୟାପକ ଡ଼ଃ ଗୁରୁକିଶୋର ନାୟକ ଅଧ୍ୟାପିକା ଉତ୍କଳିକା ପାଢ଼ୀ, +୨ କାର୍ଯ୍ୟାଳୟ କନିଷ୍ଠ କିରାଣୀ ମନୋଜ କୁମାର ପରିମାଣିକ ଓ଼ ଛାତ୍ର ଛାତ୍ରୀ ରକ୍ତ ଦାନ କରିଥିଲେ। ଖୋର୍ଦ୍ଧା ଜିଲ୍ଲା ରେଡ଼କ୍ରସ ବ୍ଲଡ଼ ବ୍ୟାଙ୍କ ଅରୁଣଙ୍କ ତତ୍ୱାବଧାନରେ ରକ୍ତ ସଂଗ୍ରହ କରାଯାଇଥିଲା।

ଓଡ଼ିଆ ପକ୍ଷ ଗୋଦାବାରୀଶ ମହାବିଦ୍ୟାଳୟ ରକ୍ତ ସଂଗ୍ର ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026

ରଣପୁର ଶିକ୍ଷା ବ୍ଲକରେ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ସଫଳତାର ସହ ଅନୁଷ୍ଠିତ

July 4, 2026
Latest News

ଦୁଇ ଦିନିଆ କୋଲକାତା ଗସ୍ତ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

July 9, 2026

ସୁନ୍ଦରଗଡରେ ଗୁଳିମାଡ଼

July 9, 2026

ଆଜି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

July 9, 2026

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ୧୭ ବର୍ଷ ସଶ୍ରମ କାରାଦଣ୍ଡ

July 9, 2026

ଓଏଫଏସଡିଏସ୍‌ର ୩୮ତମ ପରିଚାଳନା ପରିଷଦ ବୈଠକ

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.