Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ
ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବାଲୁଗାଁ: ଜାତୀୟ ଅଗ୍ନି ନିରାପତ୍ତା ସପ୍ତାହ ଅବସରରେ ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ସ୍ଥାନୀୟ ଅଗ୍ନିଶମ ଓ ଆପାତକାଳୀନ ସେବାର ସହଯୋଗରେ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଓ କର୍ମଚାରୀମାନଙ୍କ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ବାଲୁଗାଁ ଅଗ୍ନିଶମ କେନ୍ଦ୍ର ଅଧିକାରୀ ପ୍ରଶାନ୍ତ କୁମାର ମହାପାତ୍ର ଯୋଗଦେଇ ଜାତୀୟ ସେବା ଯୋଜନା, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ଯୁବ ରେଡ଼କ୍ରସ ଓ ରେଞ୍ଜରସର ଛାତ୍ର ଛାତ୍ରୀ ମାନଙ୍କୁ ଘରୋଇ ପରିବେଶରେ ଗ୍ୟାସ ସିଲିଣ୍ଡରର ନିରାପତ୍ତା, ଉପଯୁକ୍ତ ବ୍ୟବହାର, ଜରୁରୀ କାଳୀନ ପରିସ୍ଥିତିରେ ଦାୟିତ୍ତ୍ଵବୋଧତା, କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ପରିସ୍ଥିତିରେ ଅଗ୍ନି ନିରାପତ୍ତା ଓ ଜରୁରୀକାଳୀନ ସେବା ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏଥିରେ ଅଗ୍ନିଯୋଦ୍ଧା ଅମୁଲ୍ୟ ପ୍ରଧାନ, ନିର୍ମଳ ଭୁଜବଳ, ବିଜୟ କୁମାର ଡାକୁଆ, ଧିରେନ ଜେନା ପ୍ରମୁଖ ପ୍ରଶିକ୍ଷଣରେ ସହଯୋଗ କରିଥିଲେ।

କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ପ୍ରଶାସନିକ ଅଧିକାରୀ ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପିକା ରୀନା ରାଉତ, ଯୁବ ରେଡକ୍ରସ ଅଧିକାରୀ ଡକ୍ଟର ମନସ୍ବିନୀ ପଟ୍ଟନାୟକ, ରେଞ୍ଜର୍ସ ଅଧିକାରୀ ସ୍ନିଗ୍ଧା ରାଣୀ ମୁଦୁଲି।

ଜାତୀୟ ଅଗ୍ନି ନିରାପତ୍ତା ସପ୍ତାହ ବାଲୁଗାଁ ମହାବିଦ୍ୟାଳୟ ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଅପେକ୍ଷାର ଅନ୍ତ : ଆଜି ବିଜୟ ନେବେ ଶପଥ

May 10, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର – ଝାରସୁଗୁଡ଼ା ରୋଡ ସେକ୍ସନ ନିରୀକ୍ଷଣ: ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା

May 10, 2026

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୫ ଘୋଷଣା : ୫ଟି ବର୍ଗରେ ପୁରସ୍କାର ପାଇବ ଓଡ଼ିଶା

May 10, 2026

ସାମାଜିକ ସୁରକ୍ଷା କଭରେଜ୍ ପ୍ରଦାନ କ୍ଷେତ୍ରରେ ତିନି ଜନସୁରକ୍ଷା ସ୍କିମର ୧୧ ବର୍ଷ ପୂରଣ

May 10, 2026

ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର କରିବେ ଉଦଘାଟନ

May 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.