Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା
ଆଞ୍ଚଳିକ

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଗୁଆରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା
ଗୋଗୁଆରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

ରେଢ଼ାଖୋଲ (କନ୍ଦର୍ପ ବେହେରା): ଆଜି ନାକଟିଦେଉଳ ବ୍ଲକ ଗୋଗୁଆ ଗ୍ରାମର ତାରିଣୀ ମନ୍ଦିର ଠାରେ ହନୁମାନ ଜୟନ୍ତୀ ଉପଲକ୍ଷେ ଏକ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୋଗୁଆ ଗ୍ରାମପଞ୍ଚାୟତର ସମିତି ସଭ୍ୟ ତଥା ଯୁବ ନେତା ଅମୁଲ୍ୟ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ବାଇକ ଶୋଭାଯାତ୍ରାରେ ଗୋଗୁଆ, ଭିକମପୁର, ଖୋଲାଗଡ, ମଙ୍ଗଳପୁର, ଛତ୍ରପୁର, ଲାଇଆ ଆଦି ଗ୍ରାମରେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ରାଲିସମୟରେ ଜୟ ଶ୍ରୀରାମ ଧ୍ୱନିରେ ଗାଁ ପ୍ରକମ୍ପିତ ହୋଇଥିଲା।

ରାଲି ସମୟରେ ପ୍ରତାପ କୁମାର ସାହୁ ତଥା ଗୋଗୁଆ ଗ୍ରାମବାସୀ ସହଯୋଗ କରି ଥିଲେ। ପ୍ରାୟ ୨ଶହରୁ ଅଧିକ ଯୁବକ ସାମିଲ ହୋଇଥିଲେ।

ନାକଟିଦେଉଳ ବ୍ଲକ ବାଇକ ଶୋଭାଯାତ୍ରା ହନୁମାନ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଖରିଫ ୨୦୨୬ ପାଇଁ ଆବଶ୍ୟକତାଠାରୁ ୫୧% ଅଧିକ ସାର ଉପଲବ୍ଧ

May 12, 2026

ମୋଦୀଙ୍କ ପୂର୍ବରୁ ଆଉ କେଉଁ ସରକାର ସୁନା ନ କିଣିବାକୁ କରିଥିଲେ ନିବେଦନ, ଜାଣନ୍ତୁ

May 12, 2026

ପୂର୍ବାଞ୍ଚଳ ଆଞ୍ଚଳିକ ଛାତ୍ର ସମ୍ମିଳନୀ: ସିଏମଏମାନଙ୍କୁ ଉଦବୋଧନ ଦେଲେ ଇରେଡା ସିଏମଡି

May 12, 2026

ଆଇଆଇଟି ବମ୍ବେରେ ଦେଶର ପ୍ରଥମ କାର୍ବନ କ୍ୟାପଚର ଲ୍ୟାବ୍‌ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

May 12, 2026

ଆଜି ମଇ ୧୨ ତାରିଖ ମଙ୍ଗଳବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ, ଜାଣନ୍ତୁ ରାଶିଫଳ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.