Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର
ଆଞ୍ଚଳିକ

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମା ଦଳାଇ
ଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମା ଦଳାଇ

ଭୁବନେଶ୍ୱର: ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ସିପସୁରୁବାଲି, ଚାପମାଣିକଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମା ଦଳାଇ ଶତକଡା ୯୮ ପ୍ରତିଶତ ନମ୍ବର ରଖି ସିବିଏସ୍ ଇ ପରୀକ୍ଷାରେ କୃତୀତ୍ୱର ସହ ପାଶ କରିଛନ୍ତି। ସେ ଦିନକକୁ ୬ରୁ ୭ ଘଣ୍ଟା ଅଧ୍ୟୟନ କରୁଥିଲେ। ଚଳିତ ସିବିଏସଇ ପରୀକ୍ଷାରେ ସେ ଗଣିତରେ ଶତକଡା ୯୯, ସାମାଜିକ ବିଜ୍ଞାନରେ ୯୯, ଓଡିଆରେ ୯୯, ଇରାଜୀରେ ୯୯ ଏବଂ ବିଜ୍ଞାନରେ ଶତକଡା ୯୫ ନମ୍ବର ରଖିଛନ୍ତି।

ଗଡରୋଡଙ୍ଗ ଗ୍ରାମର ଶିବପ୍ରସାଦ ଦଳାଇ ଓ ଦେବସ୍ମିତା ଦଳାଇଙ୍କ ଏକ ମାତ୍ର କନ୍ୟା ଏହି ସଫଳତା ପାଇବା ପରେ ବିଭିନ୍ନ ସ୍ଥାନରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ସଫଳତା ପାଇଁ ସେ ପିତା, ମାତା ଓ ଜେଜେ ବାପା ପୂର୍ଣ୍ଣଚନ୍ଦ୍ର ଦଳାଇଙ୍କ ସହ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଗୁରୁଜନମାନଙ୍କୁ ଶ୍ରେୟ ଦେଇଛନ୍ତି। ମୋର ପରିଶ୍ରମ, ଗୁରୁଗୁରୁଜନ ଏବଂ ଭଗବାନଙ୍କ ଆଶୀର୍ବାଦରୁ ଏହି ସଫଳତା ମିଳିଛି ବୋଲି ସେ କହିଛନ୍ତି। ଭବିଷ୍ୟତରେ ସେ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଛନ୍ତି।

ଓଡିଶା ଆଦର୍ଶ ବିଦ୍ୟାଳୟର ଚାପମାଣିକ ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ସିବିଏସଇ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026
Latest News

ଆଜି ନଭେମ୍ବର ୧ ତାରିଖରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

November 1, 2026

କୋରାପୁଟ ମେଡିକାଲ୍ କଲେଜରେ ବଢ଼ିବ ୨୫ ଏମ୍‌ବିବିଏସ୍ ସିଟ୍‌

October 31, 2026

ମେଘାଳୟ ରାଜନୀତିରେ ବଡ଼ ଭୂକମ୍ପ! ୧୧ ବିଧାୟକ ଦଳ ଛାଡ଼ିବା ପରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ UDP ମୁଖ୍ୟ

October 31, 2026

ଶ୍ରୀଜଗନ୍ନାଥଙ୍କ ନାମକୁ ଫେରିବ ୪୫୦ କୋଟିର ଜମି

October 31, 2026

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ଆଗୁଆ ପ୍ରସ୍ତୁତି, ରବିବାର ଖୋଲା ରହିବ ସରକାରୀ ଅଫିସ୍

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.