Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର
ଆଞ୍ଚଳିକ

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମା ଦଳାଇ
ଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମା ଦଳାଇ

ଭୁବନେଶ୍ୱର: ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ସିପସୁରୁବାଲି, ଚାପମାଣିକଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମା ଦଳାଇ ଶତକଡା ୯୮ ପ୍ରତିଶତ ନମ୍ବର ରଖି ସିବିଏସ୍ ଇ ପରୀକ୍ଷାରେ କୃତୀତ୍ୱର ସହ ପାଶ କରିଛନ୍ତି। ସେ ଦିନକକୁ ୬ରୁ ୭ ଘଣ୍ଟା ଅଧ୍ୟୟନ କରୁଥିଲେ। ଚଳିତ ସିବିଏସଇ ପରୀକ୍ଷାରେ ସେ ଗଣିତରେ ଶତକଡା ୯୯, ସାମାଜିକ ବିଜ୍ଞାନରେ ୯୯, ଓଡିଆରେ ୯୯, ଇରାଜୀରେ ୯୯ ଏବଂ ବିଜ୍ଞାନରେ ଶତକଡା ୯୫ ନମ୍ବର ରଖିଛନ୍ତି।

ଗଡରୋଡଙ୍ଗ ଗ୍ରାମର ଶିବପ୍ରସାଦ ଦଳାଇ ଓ ଦେବସ୍ମିତା ଦଳାଇଙ୍କ ଏକ ମାତ୍ର କନ୍ୟା ଏହି ସଫଳତା ପାଇବା ପରେ ବିଭିନ୍ନ ସ୍ଥାନରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ସଫଳତା ପାଇଁ ସେ ପିତା, ମାତା ଓ ଜେଜେ ବାପା ପୂର୍ଣ୍ଣଚନ୍ଦ୍ର ଦଳାଇଙ୍କ ସହ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଗୁରୁଜନମାନଙ୍କୁ ଶ୍ରେୟ ଦେଇଛନ୍ତି। ମୋର ପରିଶ୍ରମ, ଗୁରୁଗୁରୁଜନ ଏବଂ ଭଗବାନଙ୍କ ଆଶୀର୍ବାଦରୁ ଏହି ସଫଳତା ମିଳିଛି ବୋଲି ସେ କହିଛନ୍ତି। ଭବିଷ୍ୟତରେ ସେ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଛନ୍ତି।

ଓଡିଶା ଆଦର୍ଶ ବିଦ୍ୟାଳୟର ଚାପମାଣିକ ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ସିବିଏସଇ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.