Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ବାଲୁଗାଁ: ଆଜି ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ସମ୍ମାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଉତ୍ସବ ବିଭାଗୀୟ ମୁଖ୍ୟ ସୁବ୍ରତ କୁମାର ତ୍ରିପାଠୀଙ୍କ ସଭାପତିତ୍ବରେ ମହାସମାରୋହରେ ପାଳନ ହୋଇଯାଇଅଛି। ଉକ୍ତ ସମାରୋହରେ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଲକ୍ଷ୍ମୀଧର ସୁବୁଦ୍ଧି, ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚ଼ନ୍ଦନ, ପ୍ରଶାସନିକ ଅଧିକାରୀ ଡ଼ଃ କୈଳାସ ଚନ୍ଦ୍ର ମହାରଣା, ପ୍ରତିଷ୍ଠାନ ଅଧିକାରୀ ସୁଧାକର ନାୟକ ପ୍ରମୁଖ ଯୋଗଦେଇ ସତ୍ୟନିଷ୍ଠା, ପରିଶ୍ରମ ଓ ଆତ୍ମବିଶ୍ୱାସ ସହ ଆଗକୁ ବଢ଼ିବା ସହ ନିଜର ଲକ୍ଷ୍ୟ ସ୍ଥିର କରି ସଫଳତାର ଶୀର୍ଷରେ ପହଞ୍ଜି ଏହି ଅନୁଷ୍ଠାନ ଓ ଅଞ୍ଚଳକୁ ଗୌରବାନ୍ବିତ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ପ୍ରଦାନ କରିବା ସହ ରସାୟନ ବିଜ୍ଞାନ ବିଭାଗର କ୍ୟାରିୟର ସୁଯୋଗ ବିଷୟରେ ବିସ୍ତୃତ ଭାବେ ଆଲୋଚ଼ନା କରିଥିଲେ।

ଶେଷ ବର୍ଷର ଛାତ୍ରଛାତ୍ରୀମାନେ ମହାବିଦ୍ୟାଳୟର ସ୍ମୃତିମୟ ଅନୁଭବ ବ୍ୟକ୍ତ କରିବା ସହ ଅଭୁଲା ମୁହୂର୍ତ୍ତଗୁଡ଼ିକୁ ସ୍ମରଣ କରିଥିଲେ। ଏହା ସହ ଦ୍ୱିତୀୟ ଓ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନେ ମଧ୍ୟ ନିଜ ଅନୁଭୂତି ବ୍ୟକ୍ତ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ରସାୟନ ବିଜ୍ଞାନ ବିଭାଗର ଅଧ୍ୟାପକ ଉମାକାନ୍ତ ସାହୁ, ଅଧ୍ୟାପକ ବିଶ୍ବବିଜୟୀ ଦାଶ ଓ ଡ଼େମୋନଷ୍ଟେଟର ଦୀପକ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ ‌କରିଥିଲେ। ଦ୍ବିତୀୟ ବର୍ଷର ଛାତ୍ରୀ ଅଙ୍କିତା ଦାଶ ସ୍ବାଗତ ଭାଷଣ ପ୍ରଦାନ କରିଥିବା ସ୍ଥଳେ ପ୍ରଥମ ବର୍ଷର ଛାତ୍ରୀ ପ୍ରତିଭା ଜାଲି ଧନ୍ୟବାଦ୍ ଜ୍ଞାପନ କରିବା ସହ ସମସ୍ତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟ ବିଦାୟ ସମ୍ବର୍ଦ୍ଧନା ରସାୟନ ବିଜ୍ଞାନ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026

ଚାହିଦା ବୃଦ୍ଧି ସମୟରେ ନିରବିଚ୍ଛିନ୍ନ ଇନ୍ଧନ ଯୋଗାଣ ସୁନିଶ୍ଚିତ କରୁଛନ୍ତି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ

May 21, 2026

ଭୁବନେଶ୍ୱର ସମେତ ତିନି ନୂଆ କେନ୍ଦ୍ରକୁ ବାଛିଲେ ୨୩,୦୦୦ ୟୁପିଏସସି ସିଭିଲ ସେବା (ପ୍ରାରମ୍ଭିକ) ପରୀକ୍ଷାର୍ଥୀ

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.