Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ
ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ବାଣପୁର: ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ଗଠିତ ‘ଶକ୍ତିଶ୍ରୀ ସଶକ୍ତିକରଣ କାର୍ଯ୍ୟକ୍ରମ’ ଆନୁକୂଲ୍ୟରେ ଗୋଦାବରୀଶ ମହାବିଦ୍ୟାଳୟରେ ଏକ ଛ’ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଣପୁର ଥାନା ଏସ. ଆଇ ରଶ୍ମିତା ସାମଲ ଓ ଏ. ଏସ. ଆଇ ବିଦ୍ୟାଧର ମଲ୍ଲିକ ଉପସ୍ଥିତ ରହି ସଭାରେ ବାଳିକାମାନଙ୍କୁ ଆଇନ କାନୁନ ବିଷୟରେ ଉଦବୋଧନ ଦେଇଥିଲେ।

ଉକ୍ତ ସଭାରେ କଲେଜର ଅଧ୍ୟକ୍ଷ ଏସ ପି ଏନ ଏସ ବର୍ମା, ପୂର୍ବତନ ପିଇଟି ବୈରାଗୀ ଚରଣ ବଳ, ଶକ୍ତିଶ୍ରୀ ସଂଯୋଜିକା ମନସ୍ପିତା ପାଳ, ଅଧ୍ୟାପକ ଅଜୟ କୁମାର ଦାଶ ଏବଂ ଅନ୍ୟାନ୍ୟ ଅଧ୍ୟାପକ ଓ ଅଧ୍ୟାପିକା ଉପସ୍ଥିତ ରହି ସଭାକୁ ସାଫଲ୍ୟ ମଣ୍ଡିତ କରିଛନ୍ତି।

ଏହି ପ୍ରଶିକ୍ଷଣ ଶିବିରରେ ଏକ ଶହ ପଚାଶରୁ ଉର୍ଦ୍ଧ ଛାତ୍ରୀ ଯୋଗ ଦେଇ ଶେଷରେ ନିଜର ପ୍ରମାଣ ପତ୍ର ଅତିଥିଙ୍କ ଠାରୁ ଗ୍ରହଣ କଲେ ଓ ଶେଷରେ ଅତିଥିଙ୍କ ସମ୍ମୁଖରେ ନିଜେ ଶିଖିଥିବା କୌଶଳ ପ୍ରଦର୍ଶନୀ କରିଥିଲେ।

ଉଚ୍ଚଶିକ୍ଷା ବିଭାଗ ଗୋଦାବରୀଶ ମହାବିଦ୍ୟାଳୟ ଶକ୍ତିଶ୍ରୀ ସଶକ୍ତିକରଣ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026
Latest News

Cyclone Landfall Update: ଅତି ଭୀଷଣ ବାତ୍ୟା ଅର୍ଣ୍ଣବ କୁ ନେଇ ଆସିଲା ବଡ ଖବର, ଆଜି ରାତିରେ କରିବ ଲ୍ୟାଣ୍ଡଫଲ

October 27, 2026

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ପୂର୍ବ ତଟ ରେଳପଥର ବ୍ୟାପକ ସୁରକ୍ଷା ବ୍ୟବସ୍ଥା

October 27, 2026

ତୃତୀୟ ଟି-୨୦ରେ ରେକର୍ଡର ବର୍ଷା: ୱେଲିଂଟନରେ ୬ଟି ରେକର୍ଡ ଭାଙ୍ଗିଲେ ଅଭିଷେକ ଏବଂ ବୈଭବ!

October 27, 2026

ସିଇସି-ଏସଆଇଆର ମାମଲା ଶୁଣାଣିକୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ, ନଭେମ୍ବର ୧୭ରେ ପରବର୍ତ୍ତୀ ଶୁଣାଣି

October 27, 2026

ବାତ୍ୟା ‘ଅର୍ଣ୍ଣବ’ ପୂର୍ବରୁ ଯାତ୍ରୀ ସୁରକ୍ଷା ପାଇଁ ଜରୁରୀକାଳୀନ ବ୍ୟବସ୍ଥାର ସମୀକ୍ଷା କଲେ ରେଳମନ୍ତ୍ରୀ

October 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.