Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ଆଞ୍ଚଳିକ

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ ଅଧ୍ୟକ୍ଷ  ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମାଙ୍କ ସଭାପତିତ୍ୱରେ ଶେଷ ବର୍ଷ ଏନ. ସି. ସି. କ୍ୟାଡେଟ ମାନଙ୍କ ନିମନ୍ତେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ନିମନ୍ତ୍ରିତ ଅତିଥି ରୂପେ ବୈରାଗୀ ଚରଣ ବଳ, ରଣପୁର ମହାବିଦ୍ୟାଳୟର ଏନ. ସି. ସି ଅଫିସର  ଭାଗ୍ୟ ଧର ସ୍ୱାଇଁ ଓ଼ ଗୋଦାବରୀଶ ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତା ଓ଼ ଆବାହକ କ୍ୟାପଟେନ ଡ଼ଃ ଗୁରୁକିଶୋର ନାୟକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଦେଶ ସେବାରେ ନିଜକୁ ନିୟୋଜିତ କରିବାକୁ ଉତ୍ସାହ ପ୍ରଦାନ କରିଥିଲେ।

କ୍ୟାପଟେନ ଗୁରୁକିଶୋର ନାୟକ ଅଧକ୍ଷ ଓ଼ ଅତିଥି ମାନଙ୍କୁ ମାନପତ୍ର, ଉତ୍ତରୀୟ ଓ଼ ପୁଷ୍ପ ଗୁଚ୍ଛ ପ୍ରଦାନ କରିଥିଲେ।ପ୍ରଥମ ଓ଼ ଦ୍ୱତୀୟ ବର୍ଷର କ୍ୟାଡେଟମାନେ ଶେଷ ବର୍ଷ କ୍ୟାଡେଟମାନଙ୍କ ଉଦ୍ଦେଶ୍ୟରେ ନିଜ ନିଜ ସ୍ମୃତି ବର୍ଣ୍ଣନା କରିଥିଲେ।

ଶେଷ ବର୍ଷ କ୍ୟାଡେଟ ମାନେ ସାନ ଭାଇ ଓ଼ ଭଉଣୀ ମାନଙ୍କୁ ଉତ୍ତମ ନାଗରିକ ହେଵା ସହ ଅନୁଷ୍ଠାନର ପ୍ରତ୍ୟେକ କାର୍ଯ୍ୟରେ ସାହାଯ୍ୟ ସହୋଯାଗ କରିବାକୁ ପ୍ରେରଣା ପ୍ରଦାନ କରିଥିଲେ। ଧନ୍ୟବାଦ ପ୍ରଦାନ କରାଯିବା ପରେ ସଭା ସାଙ୍ଗ ହୋଇଥିଲା। ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ବିଦାୟ ସମ୍ବର୍ଦ୍ଧନା ସମର ଶିକ୍ଷାଥ୍ରୀ ବାହିନୀ ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.