Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ
ଆଞ୍ଚଳିକ

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର
ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

ବାଣପୁର: ଗୋଦାବରୀଶ ଉଚ୍ଚ ବିଦ୍ୟାଳୟର +୨ କଳା, ବିଜ୍ଞାନ ଓ଼ ବାଣିଜ୍ୟ ପରୀକ୍ଷା ଫଳାଫଳରେ ଉତ୍ତୀର୍ଣ୍ଣତା ହାରରେ ଛାତ୍ରଛାତ୍ରୀ, ଅଧ୍ୟକ୍ଷ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକଙ୍କ ମନରେ ଖୁସିର ଲହରୀ ଖେଳିଯାଇଛି। ସୂଚନାଯୋଗ୍ୟ ଯେ, କଳାରେ ସତ୍ୟଜିତ ଦାସ ୫୬୩ ନମ୍ବର, ବିଜ୍ଞାନରେ ପିନାକୀ ମହାପାତ୍ର ୫୬୮ ନମ୍ବର ଓ଼ ବାଣିଜ୍ୟରେ ସିଦ୍ଧାନ୍ତ ଜେନା ୪୭୮ ନମ୍ବର ରଖି ବିଦ୍ୟାଳୟ ଟପର ହୋଇଛନ୍ତି।

ତେବେ କଳାରେ ୧୨୨ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୬୪ ଜଣ ଦ୍ଵିତୀୟ ଶ୍ରେଣୀ ଓ଼ ୬୫ ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିଭଳି ବିଜ୍ଞାନରେ ୧୬୮ ଜଣ ପ୍ରଥମ ଶ୍ରେଣୀରେ, ୮୮ ଜଣ ଦ୍ଵିତୀୟ ଶ୍ରେଣୀରେ ଓ଼ ୧୯ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବାଣିଜ୍ୟରେ ୬ ଜଣ ପ୍ରଥମ ଶ୍ରେଣୀ, ୭ଜଣ ଦ୍ଵିତୀୟ ଶ୍ରେଣୀ ଓ଼ ୮ଜଣ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।

କଳା ଗୋଦାବରୀଶ ଉଚ୍ଚ ବିଦ୍ୟାଳୟ ପରୀକ୍ଷା ଫଳାଫଳ ବାଣିଜ୍ୟ ବିଜ୍ଞାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026

ପିଲାମାନଙ୍କ ସ୍ୱାସ୍ଥ୍ୟ ସହ ଖେଳିବା ପଡ଼ିଲା ମହଙ୍ଗା; ଫି ଫେରସ୍ତ ସହ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

June 17, 2026

ଶାନ୍ତି ଚୁକ୍ତି ନା କୂଟନୈତିକ ସଙ୍କଟ ? ଟ୍ରମ୍ପଙ୍କ ଦୋହରା ଆଭିମୁଖ୍ୟକୁ ନେଇ ବିଶ୍ୱ ରାଜନୀତିରେ ନୂଆ ଝଡ଼

June 17, 2026

ବଢିଲା ଖରା ଛୁଟି

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.