Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର
ଆଞ୍ଚଳିକ

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର
ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ପରିସରରେ ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଇପ୍ସିତା ପ୍ରିୟା ଏକ୍କା, ଏବିଡ଼ିଓ ଯୋଗେନ୍ଦ୍ର କୁମାର ମହାକୁଡ଼, ସିଡ଼ିପିଓ ଏ.ବାସନ୍ତୀ ଏବଂ ବ୍ଲକର ସମସ୍ତ ଅଙ୍ଗନବାଡି କର୍ମୀମାନେ ଯୋଗଦେଇଥିଲେ।

ଉକ୍ତ ଆଇନ ସଚେତନତା କାର୍ଯ୍ୟକ୍ରମରେ ସ୍ଥାୟୀ ଲୋକ ଅଦାଲତ(ଜନ ଉପଯୋଗୀ ସେବା), ଆଇନ ସହାୟତା ଏବଂ ଡ଼ିକେ ବାସୁ ବନାମ ପଶ୍ଚିମବଙ୍ଗ ରାଜ୍ୟ ମାମଲାରେ ପ୍ରକାଶିତ ରାୟ ଅନୁଯାୟୀ ବନ୍ଦୀଙ୍କ ଅଧିକାର ଓ ଗିରଫଦାରୀ ସମୟରେ ପୋଲିସର କର୍ତ୍ତବ୍ୟ ଆଦି ବିଷୟରେ ଆଲୋକପାତ କରାଯାଇଥିଲା। ବିଚାରପତି ଶ୍ରୀ ମହାପାତ୍ର ଉକ୍ତ ସମସ୍ତ ଆଇନ ବାବଦରେ ଉପସ୍ଥିତି ବ୍ୟକ୍ତିବିଶେଷଙ୍କୁ ସଚେତନ କରାଇଥିଲେ। ସ୍ଥାୟୀ ଲୋକ ଅଦାଲତ(ଜନ ଉପଯୋଗୀ ସେବା)ଓ ଆଇନ ସହାୟତାର ର ସୁଫଳ ବିଷୟରେ ଆଲୋଚନା କରିବାସହ ଉକ୍ତ ଆଇନ ସେବା ଦ୍ୱାରା ନାଗରିକମାନେ ଅଯଥା କୋର୍ଟ କଚେରୀର ଦ୍ୱାରସ୍ତ ନ ହୋଇ ଏବଂ ଖର୍ଚ୍ଚାନ୍ତ ନହୋଇ ନିଃଶୁଳ୍କରେ ନିଜର ଆଇନଗତ ସମସ୍ୟାର ସମାଧାନର ବାଟ ପାଇପାରିବେ ବୋଲି କହିଥିଲେ ବିଚାରପତି ଶ୍ରୀ ମହାପାତ୍ର।

ଉକ୍ତ ସେବା ଦ୍ୱାରା ନାଗରିକମାନଙ୍କ ଦୀର୍ଘ ଦିନର ବିବାଦ ଗୁଡିକ ମଧ୍ୟ ଆଇନ ଅନୁଯାୟୀ ସମାଧାନ ହୋଇପାରିବ ବୋଲି ଅନ୍ୟ ଅତିଥିମାନେ ମତାମତ ରଖିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Latest News

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.