Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ
ଆଞ୍ଚଳିକ

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ
ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦକ୍ଷିଣପୁର କ୍ଲଷ୍ଟରସ୍ଥ ପଦରବାଲି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ଚଳିତ ଶିକ୍ଷାବର୍ଷ (୨୦୨୬-୨୭)ର ପ୍ରଥମ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆମ୍ବଗଡ ସମବାୟ ସମିତିର ସଭାପତି ତଥା ଲାଞ୍ଜିଆ ପଞ୍ଚାୟତର ସମିତି ସଭ୍ୟ ଶିକ୍ଷାବିତ୍ କାହୁଁ ଚରଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଶୈଖିକ ବିକାଶ ଦିଗରେ ଆଲୋକପାତ କରିଥିଲେ। କ୍ଲଷ୍ଟର ସି.ଆର.ସି.ସି ଦୁଷ୍ମନ୍ତ କୁମାର ପଟ୍ଟନାୟକଙ୍କ ତତ୍ବାବଧାନେ ସରକାରଙ୍କ ନିର୍ଦ୍ଧାରିତ ମଡୁଲ୍ ତଥା ବୈଠକରେ ଉକ୍ତ ଦିନର କାର୍ଯ୍ୟ ସୂଚୀ ପ୍ରକାରେ ଶିକ୍ଷଣ କାର୍ଯ୍ୟକୁ ସଭିଙ୍କ ଆଲୋଚନା ସହ ନିଖୁଣ ଭାବେ ସମ୍ପାଦନ କରିଥିଲେ।

ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଶିବରାମ ମହାଙ୍କୁଡ଼ (ଆର.ପି/ଅବସର ପ୍ରାପ୍ତ ଶିକ୍ଷକ) ବାଟିକା ଶ୍ରେଣୀରେ ଶିଶୁଙ୍କ ଶିକ୍ଷଣ ସକ୍ରୀୟାତ୍ମକ କାର୍ଯ୍ୟକୁ ଗୀତ ମାଧ୍ୟମରେ ଆକର୍ଷିତ କରାଇଥିଲେ। ଉକ୍ତ ବୈଠକରେ କ୍ଲୋଷ୍ଟରର ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀ ବୃନ୍ଦ ଯଥା ଆମ୍ବାଗଡ ବିଦ୍ୟାଳୟର ଜନତା କୁମାରୀ ସାହୁ, ଗୁଣ୍ଠବନ୍ଧ ବିଦ୍ୟାଳୟର ସୁଜାତା କୁମାରୀ ସାହୁ ଓ ଗୀତାଞ୍ଜଳି ବିଷୋଇ, ଦକ୍ଷିଣପୁର ବିଦ୍ୟାଳୟର ଏ.ପୁଷ୍ପଲତା ଓ ରଶ୍ମିତା କୁମାରୀ ପ୍ରଧାନ, ଲାଞ୍ଜିଆ ବିଦ୍ୟାଳୟର ନମିତା କୁମାରୀ ମହାରଣା ଓ ରଞ୍ଜୁଲତା ପଟ୍ଟନାୟକ, ବାଳକୃଷ୍ଣପୁର ବିଦ୍ୟାଳୟର ଶଶିରେଖା ମଲ୍ଲିକ ଓ ରାଜଲକ୍ଷ୍ମୀ ନାହାକ, ଭଗବାନପୁର ବିଦ୍ୟାଳୟର କନକଲତା ମହାନ୍ତି, ବିରିବାଡ଼ିଆ ବିଦ୍ୟାଳୟର ସୌମ୍ୟରଞ୍ଜନ ଦାଶ, ବାଘଝୋରି ବିଦ୍ୟାଳୟର ସରସ୍ଵତୀ ଆଚାରୀ, କୁମ୍ଭୋଝୋରିବିଦ୍ୟାଳୟର ସୁଶ୍ରୀ ସଂଗୀତା ପାତ୍ର ଓ ପି.ନରସିଂହ, ବୁଦାଲୁଣ୍ଡି ବିଦ୍ୟାଳୟର ମହାଲକ୍ଷ୍ମୀ କର ସମେତ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଳକା ମିଶ୍ର ମହୋଦୟା ଙ୍କ ସୁସ୍ବାଗତ ଓ ସୁପରିଚାଳନା ସହ ଉପସ୍ଥିତ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ଅଂଶ ଗ୍ରହଣ କରି ଚଳନ୍ତି କ୍ଲୋଷ୍ଟର ସ୍ତରୀୟ ମାସିକ ବୈଠକକୁ ସଫଳ କରିଥିଲେ।

ପରିଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ଅଳକା ମିଶ୍ର ଙ୍କ ଦ୍ଵାରା ଧନ୍ୟବାଦ୍ ଅର୍ପଣ କରାଯାଇ କାର୍ଯ୍ୟକ୍ରମକୁ ସାଙ୍ଗ କରାଯାଇଥିଲା।

ଦକ୍ଷିଣପୁର କ୍ଲଷ୍ଟର ପ୍ରଥମ ମାସିକ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.